ପ୍ରମୂଖ ଖବର
  • ବହୁଚର୍ଚ୍ଚିତ କୋଲକାତା ଆର୍. ଜି କର ମେଡିକାଲ କଲେଜ ଓ ହସ୍ପିଟାଲ ଦୁଷ୍କର୍ମ ମାମଲାରେ ପୀଡ଼ିତାଙ୍କୁ ନ୍ୟାୟ, ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ
  • ||
  • ଫିରିଙ୍ଗିଆ : ବାଇକ୍‌ ଦୁର୍ଘଟଣାରେ ଶିକ୍ଷକ ମୃତ, ଦୁଇ ଗୁରୁତର
  • ||
  • କୋଣାର୍କ ସୂର୍ଯ୍ୟମନ୍ଦିରରେ ସିଙ୍ଗାପୁର ରାଷ୍ଟ୍ରପତି, ୪ ଘଣ୍ଟା ପାଇଁ ପର୍ଯ୍ୟଟକଙ୍କ କଟକଣା ଲାଗୁ
  • ||
  • ମାଲକାନଗିରି : କୁମ୍ବିଂ ଅପରେସନ୍‌ ବେଳେ ମାଓବାଦୀଙ୍କ ସୁଡଙ୍ଗ ଠାବ, ଶତାଧିକ ବନ୍ଧୁକ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ
  • ||
  • ମାଲକାନଗିରି : ରୋଗୀ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ବାପ ଝିଅ ମୃତ, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ଦ୍ୱିତୀୟ ଦିନରେ ନବ ଦାସ ଭାଇଙ୍କ ଘରେ ଆଇଟି ରେଡ୍‌, ଲିଙ୍କ୍‌ରେ ଥିବା କଣ୍ଟ୍ରାକ୍ଟର, ବିଲ୍‌ଡରଙ୍କ ଘରେ ଚାଲିଛି ଚଢ଼ାଉ
  • ||
  • ପାରାଦୀପ : ହାଇୱା ଧକ୍କାରେ ଚାଲିଗଲା ଶ୍ରମିକଙ୍କ ଜୀବନ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡ଼ିରେ ତୁଷାରପାତ, ଜନଜୀବନ ଅସ୍ତବ୍ୟସ୍ତ
  • ||
  • ସାରା ଓଡ଼ିଶାରେ ଚାଲିଛି ପକ୍ଷୀ ଗଣନା, ଗଣନାକାରୀ ଟିମ୍‌ ସହ ବିଶେଷଜ୍ଞ ଓ ଗାଇଡ୍‌ ନିୟୋଜିତ
  • ||
  • ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ରହିବ ଶୀତର ପ୍ରକୋପ, ୩ ଦିନ ଯାଏ ୯ ଜିଲ୍ଲାକୁ କୁହୁଡ଼ି ଆଲର୍ଟ
  • ||

ପଦ୍ମ ଧରିଲେ ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି, ସକାଳେ ବିଜେଡିକୁ କରିଥିଲେ ବାଏ ବାଏ

Published By : Prameya | December 2, 2024 12:52 PM

ଭୁବନେଶ୍ୱର ୦୨/୧୨: ପଦ୍ମ ଧରିଲେ ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି। ବଡ଼ମ୍ବା ବିଧାୟକଙ୍କ ନେତୃତ୍ବରେ ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ପାର୍ଟି ଅଫିସ୍‌ରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି । ନୂତନ ସଦସ୍ୟଙ୍କୁ ଉତ୍ତରୀୟ ପିନ୍ଧାଇ ସ୍ୱାଗତ କରାଯାଇଛି। ରଘୁପତିଙ୍କ ଶତାଧିକ ସମ୍ମର୍ଥୀତ କର୍ମୀ ମଧ୍ୟ ବିଜେପିରେ ସାମିଲ ହୋଇଛି। ଆଜି ସକାଳେ ବିଜେଡିରୁ ଇସ୍ତଫା ଦେଇଥିଲେ ରଘୁପତି ମହାନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.