PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଇଡକୋ ସହକାରୀ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଟିଟିଲାଗଡ଼ : ସମ୍ଵଲପୁରୀ ଗୀତର ତାଳେତାଳେ ଝୁମିଲେ ଟିଟିଲାଗଡ଼ ଉପ-ଜିଲ୍ଲାପାଳ, ପାଦରେ ପାଦ ମିଶାଇ ନାଚିଲେ ରଙ୍ଗବତୀ
  • ||
  • କଣ୍ଟାବାଞ୍ଜି : ମୋଟର ସାଇକେଲ୍ ଓ ବଳଦ ମୁହାଁମୁହିଁ ଧକ୍କା, ଯୁବକ ମୃତ
  • ||
  • କଟକ : ଆଠଗଡ଼କୁ ସ୍ଥାନାନ୍ତର ହେଲା ଜଗତପୁରରେ ଟ୍ରାଙ୍କୁଲାଇଜ୍ କରାଯାଇଥିବା ହାତୀ
  • ||
  • ପୁରୀ : ହୋଟେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର
  • ||

ବିପଦ ସଙ୍କେତ ଉପରେ ବଂଶଧାରା, ଚାଷଜମି ଜଳମଗ୍ନ

ଗଜପତି, ୧୫।୮  ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବଂଶଧାରା ନଦୀ ଜଳ । ଏଠାରେ ୫୪.୬୦ ମି ବିପଦ ସଂକେତ ଥିବା ବେଳେ ଅପରାହ୍ନ ୪ଟା ସୁଦ୍ଧା ୫୫. ୪୭ ମିଟର ରହିଛି ।ତେବେ  ଜଳସ୍ତର ଆହୁରି ବୃଦ୍ଧି ପାଇବ ବୋଲି ବିଭାଗ ଆକଳନ କରିଛି । ଅନ୍ୟପକ୍ଷରେ ଲଗାଣ ବର୍ଷା ଯୋଗୁ କାଶୀନଗର କିଡିଗାଁ ନିକଟରେ ରାସ୍ତାରେ ବଢ଼ି ପାଣି ଚାଲୁଛି । ପ୍ରାୟ ୧୦୦ ଏକର ଚାଷଜମି ରେ ବନ୍ୟା ପାଣି  ଜଳମଗ୍ନ ହୋଇଛି। ଚାଷ ଜମିର ପରିବା ଏବଂ ଧାନ ଚାଷ ନଷ୍ଟ ହୋଇଛି ।