ପ୍ରମୁଖ ଖବର
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ବିପଦ ସଙ୍କେତ ଉପରେ ବଂଶଧାରା, ଚାଷଜମି ଜଳମଗ୍ନ

ଗଜପତି, ୧୫।୮  ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବଂଶଧାରା ନଦୀ ଜଳ । ଏଠାରେ ୫୪.୬୦ ମି ବିପଦ ସଂକେତ ଥିବା ବେଳେ ଅପରାହ୍ନ ୪ଟା ସୁଦ୍ଧା ୫୫. ୪୭ ମିଟର ରହିଛି ।ତେବେ  ଜଳସ୍ତର ଆହୁରି ବୃଦ୍ଧି ପାଇବ ବୋଲି ବିଭାଗ ଆକଳନ କରିଛି । ଅନ୍ୟପକ୍ଷରେ ଲଗାଣ ବର୍ଷା ଯୋଗୁ କାଶୀନଗର କିଡିଗାଁ ନିକଟରେ ରାସ୍ତାରେ ବଢ଼ି ପାଣି ଚାଲୁଛି । ପ୍ରାୟ ୧୦୦ ଏକର ଚାଷଜମି ରେ ବନ୍ୟା ପାଣି  ଜଳମଗ୍ନ ହୋଇଛି। ଚାଷ ଜମିର ପରିବା ଏବଂ ଧାନ ଚାଷ ନଷ୍ଟ ହୋଇଛି ।

Copyright © 2022 - Summa Real Media Private Limited. All Rights Reserved.