ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍ ମାନ୍ୟତା , ୧୩ ଡିସେମ୍ୱର ୨୦୨୧ରେ ହୋଇଥିଲା ଆବେଦନ
  • ||
  • ସ୍ବିଡେନ୍‌: ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର
  • ||
  • ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀରୁ ଉତ୍ତରାଖଣ୍ଡ, କେନ୍ଦ୍ରସ୍ଥଳ ନେପାଳ
  • ||
  • ବାଙ୍କୀ : ମହାନଦୀ ବ୍ରିଜ୍‌ରେ ଝୁଲୁଛି ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର
  • ||
  • ଭୁବନେଶ୍ଵର : ଲୋକସେବା ଭବନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • କରଞ୍ଜିଆ : ଭୁଜାଲି ମାଡ଼ରେ ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ଶ୍ରୀନଗର : ରାଜୌରୀ କାଲାକୋଟ ଆରାରେ ଗୁଳିବିନିମୟ, ୯ ପାରା କମାଣ୍ଡୋ ୟୁନିଟର ୩ ଯବାନ ଆହତ
  • ||
  • ସୁନ୍ଦରଗଡ଼ : ମାଟି କାନ୍ଥ ଭୁଶୁଡ଼ି ଜଣେ ମୃତ
  • ||
  • ବାଲିଗୁଡ଼ା : ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ନୂଆପଡ଼ା, ୬।୯ : ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର। ନୂଆପଡ଼ା ଜୋଙ୍କ ଥାନା ସଲିହା ପଞ୍ଚାୟତ ଚନାବେଡା ଗାଁରେ ଏଭଳି ଘଟଣା ଘଟିଛି। ବୃଦ୍ଧ ଜଣକ ହେଉଛନ୍ତି ଭାରତ ଶବର (୬୫ ବର୍ଷ) । ସେ ଏବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।
ସୂଚନାନୁଯାୟୀ, ବୁଧବାର ଅପରାହ୍ନରେ ଚନାବେଡା ଗାଁର ଭାରତ ନିଜ ଚାଷ ଜମିକୁ ଚାଷ କାମ ପାଇଁ ଯାଇଥିଲେ । ଏହି ସମୟରେ ଏକ ଭାଲୁ ଭାରତଙ୍କୁ ପଛପଟୁ ଆକ୍ରମଣ କରି ଲହୁଲୁହାଣ କରିଥିଲା । ଏହି ଖବର ପାଇ ପରିବାର ଲୋକେ ଚାଷ ଜମିରେ ପହଞ୍ଚି ଭାରତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଭାରତଙ୍କ ଡାହାଣ ହାତ ଓ ଗୋଡ଼ରେ ଆଘାତ ଲାଗିଛି । ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବା ଜଣା ପଡ଼ିଛି । ଗତ ୩ ଦିନ ଭିତରରେ ଏଭଳି ଲଗାତାର ୩ ଜଣଙ୍କୁ ଭାଲୁ ଆକ୍ରମଣ କରି ଗୁରୁତର କରିଛି ।
PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.