ପ୍ରମୁଖ ଖବର
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଭିଜିଲାନ୍ସ ଜାଲରେ ବିଇଓ ଅଫିସର ବରିଷ୍ଠ କିରାଣୀ, ୨୦ହଜାର ଟଙ୍କା ଲାଞ୍ଚ ନେଉଥିଲେ

ହରଭଙ୍ଗା,୧୯/୪ : ବୌଦ୍ଧ ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ରବୀନ୍ଦ୍ର ନାଥ ପାଢ଼ୀ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ବୌଦ୍ଧ ଭିଜିଲାନ୍ସ । ଶିକ୍ଷୟିତ୍ରୀ ଅନୁଷୟା ନାୟକଙ୍କ ପ୍ରୋସିଡ଼ିଙ୍ଗ ଫାଇଲ କ୍ଲିଅର କରିବା ପାଇଁ ୪୦ହଜାର ଟଙ୍କା ଡିମାଣ୍ଡ କରୁଥିବାରୁ ସେ ବୌଦ୍ଧ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ । ଆଜି ୨୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ବୌଦ୍ଧ ଭିଜିଲାନ୍ସ ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.