ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଭିଜିଲାନ୍ସ ଜାଲରେ ବିଇଓ ଅଫିସର ବରିଷ୍ଠ କିରାଣୀ, ୨୦ହଜାର ଟଙ୍କା ଲାଞ୍ଚ ନେଉଥିଲେ

ହରଭଙ୍ଗା,୧୯/୪ : ବୌଦ୍ଧ ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ରବୀନ୍ଦ୍ର ନାଥ ପାଢ଼ୀ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ବୌଦ୍ଧ ଭିଜିଲାନ୍ସ । ଶିକ୍ଷୟିତ୍ରୀ ଅନୁଷୟା ନାୟକଙ୍କ ପ୍ରୋସିଡ଼ିଙ୍ଗ ଫାଇଲ କ୍ଲିଅର କରିବା ପାଇଁ ୪୦ହଜାର ଟଙ୍କା ଡିମାଣ୍ଡ କରୁଥିବାରୁ ସେ ବୌଦ୍ଧ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ । ଆଜି ୨୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ବୌଦ୍ଧ ଭିଜିଲାନ୍ସ ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.