ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ

Published By : Harapriya Sethi | October 3, 2024 1:59 PM

ଭଦ୍ରକ,୦୩/୧୦: ବଦଳିଲେ ଭଦ୍ରକ ଏସପି । ବରୁଣ ଗୁଣ୍ଡୁପଲ୍ଲୀଙ୍କ ସ୍ଥାନରେ ଦାୟିତ୍ୱ ନେଲେ ମଡ଼କର ସନ୍ଦୀପ ସମ୍ପଦ । ବୁଧବାର ଜିଲ୍ଲାପ୍ରଶାସନ ତରଫରୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ପୂର୍ବତନ ଏସପିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିବା ବେଳେ ନୂତନ ଏସପିଙ୍କୁ ସ୍ୱାଗତ କରାଯାଇଥିଲା । ଭଦ୍ରକ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଗୁରୁବାର ନୂତନ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଭାବେ ମଡ଼କର ସନ୍ଦୀପ ସମ୍ପଦ ଏସପି ଭାବେ ବରୁଣ ଗୁଣ୍ଡୁପଲ୍ଲୀଙ୍କଠାରୁ ଦାଇତ୍ୱ ଗ୍ରହଣ କରିଛନ୍ତି । ତେବେ ପୂର୍ବରୁ ଢେଙ୍କାନାଳ ଜିଲ୍ଲାରେ ଏସପି ଭାବେ କାର୍ଯ୍ୟ କରିଥିଲେ ସନ୍ଦୀପ ସମ୍ପଦ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.