ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ଦିଲ୍ଲୀରେ ବିଜେପିର ମହା ମିଶ୍ରଣ ପର୍ବ, ପଦ୍ମ ଧରିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ

ଭୁବନେଶ୍ଵର, ୨୮/୦୩ : ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଜେପିର ମହା ମିଶ୍ରଣ ପର୍ବ। ବିଜେପିରେ ଯୋଗଦେଲେ ଓଡ଼ିଶାର ୩ ହେଭିୱେଟ୍। କଟକ ସାଂସଦ ଭର୍ତ୍ତୃହରି ମହତାବ, ବିଜେଡି ସାଂସଦ ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେଶ୍ରା ବିଜେପିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଉପସ୍ଥିତ ଅଛନ୍ତି। 

ସୂଚନାନୁଯାୟୀ, ଗତ ୨୨ରେ ବିଜେଡିରୁ ଇସ୍ତଫା ଦେଇଥିଲେ ଭର୍ତ୍ତୃହରି। କଟକରୁ ସାଂସଦ ଭାବେ ସେ ୬ଥର ନିର୍ବାଚିତ ହୋଇଛନ୍ତି। ବିଜେପି ତାଙ୍କୁ କଟକରୁ ଲୋକସଭା ପ୍ରାର୍ଥୀ କରିପାରେ । ବିଜେଡି ଉପରେ ଅସନ୍ତୁଷ୍ଟ ହୋଇ ନିକଟରେ ସେ ଦଳ ଛାଡ଼ିଛନ୍ତି। 

ସେହିପରି ବିଜେଡିର ୨ ଥର ସାଂସଦ ଥିବା ସିଦ୍ଧାନ୍ତ ମହାପାତ୍ର ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି। ସେ ୨୦୦୯ ଓ ୨୦୧୪ରେ ବ୍ରହ୍ମପୁର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ରେ ନିର୍ବାଚନ ଲଢି ନଥିଲେ। 

  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.