ପ୍ରମୁଖ ଖବର
  • ଅଯୋଧ୍ୟାରେ ରାମଲାଲାଙ୍କ ସୂର୍ଯ୍ୟତିଳକ, ଦିବ୍ୟ ରୂପ ଦେଖି ଭକ୍ତିରେ ବିଭୋର ହେଲେ ଶ୍ରଦ୍ଧାଳୁ
  • ||
  • ଦିନ ସାଢେ ୧୧ଟାରେ ୪୦ ଡିଗ୍ରୀ ଛୁଇଁଲା ତାପମାତ୍ରା, ବାଲେଶ୍ଵରରେ ସର୍ବାଧିକ ରେକର୍ଡ
  • ||
  • ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ୩ ଦିନ ସ୍କୁଲ ଛୁଟି
  • ||
  • ମୁମ୍ୱାଇ: ଶୋଇବା ଅଧିକାର ମୌଳିକ ଆବଶ୍ୟକତା, ରାତି ଅଧରେ ଜେରା କରିବାରୁ ଇଡିକୁ ହାଇକୋର୍ଟ ନୋଟିସ୍‌
  • ||
  • ନୂଆଦିଲ୍ଲୀ : ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ୧୬୭ ଜଣଙ୍କ ବିରୋଧରେ ସଙ୍ଗିନ ମାମଲା, କଂଗ୍ରେସର ଭେଙ୍କଟରମଣ ସବୁଠୁ ଧନୀ
  • ||
  • ଭୁବନେଶ୍ୱର : ପିସିସି ପ୍ରଚାର କମିଟି ବୈଠକ, ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି
  • ||
  • ଆଇପିଏଲ୍‌ରେ ଆଜି ଦିଲ୍ଲୀ ଓ ଗୁଜୁରାଟ ମଧ୍ୟରେ ଟକ୍କର, ଅହମ୍ମଦାବାଦରେ ହେବ ମୁକାବିଲା
  • ||
  • ଦୁବାଇରେ ବର୍ଷାର ପ୍ରକୋପ, ଚାରିଆଡେ ଖାଲି ପାଣି ପାଣି, ଓମାନରେ ଚାଲିଗଲା ୧୮ ଜୀବନ
  • ||
  • ଭୁବନେଶ୍ଵର : ଅସହ୍ୟ ତାତି ଓ ଗୁଳୁଗୁଳିରେ ସିଝୁଛି ରାଜ୍ୟ, ୪ ଦିନ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ୧୮ ଓ ୧୯ରେ ୪୫ ଡିଗ୍ରୀ ଛୁଇଁବ
  • ||
  • ଭୁବନେଶ୍ଵର : ଆଜି ପବିତ୍ର ରାମନବମୀ, ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପ୍ରଥମ ରାମନବମୀ, ଆସିବେ ୨୫ ଲକ୍ଷ ଶ୍ରଦ୍ଧାଳୁ
  • ||

ବିଜେଡିରେ ମିଶିଲେ ଭୃଗୁ ବକ୍ସିପାତ୍ର, ବିଜେପିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ଵର, ୦୩/୦୪ : ବିଜେଡିରେ ମିଶିଲେ ଭୃଗୁ ବକ୍ସିପାତ୍ର। ଶଙ୍ଖ ଭବନ ଆସି ସେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ଆଜି ସକାଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ। ତାଙ୍କୁ ବିଜେଡି ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ କରିପାରେ ବୋଲି ଅନୁମାନ କରାଯାଉଛି। 

ବିଜେପିରୁ ଇସ୍ତଫା ଦେଇଥିଲେ ଭୃଗୁ ବକ୍ସିପାତ୍ର। ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଥିଲେ। ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଦଳ ତାଙ୍କର ଆବଶ୍ୟକତା ମନେ କଲାନି। ସେଥିପାଇଁ ସେ ଦଳ ଛାଡ଼ିବାକୁ ବାଧ୍ୟ ହେଲେ ବୋଲି ଇସ୍ତଫା ପତ୍ରରେ ଲେଖିଥିଲେ।

୨୦୧୯ରେ ବ୍ରହ୍ମପୁରରୁ ବିଜେପି ଲୋକସଭା ପ୍ରାର୍ଥୀ ଥିଲେ ଭୃଗୁ। ଏହା ସହ ବିଜେପିର ରାଜ୍ୟ ଉପସଭାପତି ଥିଲେ। ୨୩ ବର୍ଷ ଧରି ସେ ବିଜେପିରେ ସକ୍ରିୟ ସଦସ୍ୟ ରୂପେ କାର୍ଯ୍ୟ କରିଛନ୍ତି। ବର୍ତ୍ତମାନ ନିର୍ବାଚନ ସମୟରେ ସେ ଦଳର ସକ୍ରିୟ ଭୂମିକାରେ ନଥିଲେ।


  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.