ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଜେଡିରେ ମିଶିଲେ ଭୃଗୁ ବକ୍ସିପାତ୍ର, ବିଜେପିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ଵର, ୦୩/୦୪ : ବିଜେଡିରେ ମିଶିଲେ ଭୃଗୁ ବକ୍ସିପାତ୍ର। ଶଙ୍ଖ ଭବନ ଆସି ସେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ଆଜି ସକାଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ। ତାଙ୍କୁ ବିଜେଡି ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ କରିପାରେ ବୋଲି ଅନୁମାନ କରାଯାଉଛି। 

ବିଜେପିରୁ ଇସ୍ତଫା ଦେଇଥିଲେ ଭୃଗୁ ବକ୍ସିପାତ୍ର। ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଥିଲେ। ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଦଳ ତାଙ୍କର ଆବଶ୍ୟକତା ମନେ କଲାନି। ସେଥିପାଇଁ ସେ ଦଳ ଛାଡ଼ିବାକୁ ବାଧ୍ୟ ହେଲେ ବୋଲି ଇସ୍ତଫା ପତ୍ରରେ ଲେଖିଥିଲେ।

୨୦୧୯ରେ ବ୍ରହ୍ମପୁରରୁ ବିଜେପି ଲୋକସଭା ପ୍ରାର୍ଥୀ ଥିଲେ ଭୃଗୁ। ଏହା ସହ ବିଜେପିର ରାଜ୍ୟ ଉପସଭାପତି ଥିଲେ। ୨୩ ବର୍ଷ ଧରି ସେ ବିଜେପିରେ ସକ୍ରିୟ ସଦସ୍ୟ ରୂପେ କାର୍ଯ୍ୟ କରିଛନ୍ତି। ବର୍ତ୍ତମାନ ନିର୍ବାଚନ ସମୟରେ ସେ ଦଳର ସକ୍ରିୟ ଭୂମିକାରେ ନଥିଲେ।


  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.