ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା, ୫ ଅଭିଯୁକ୍ତ ଗିରଫ

ଭୁବନେଶ୍ବର, ୩୧/୫:  ବିଜେପି ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା। ଏନେଇ ୫ ଜଣଙ୍କୁ ଗିରଫ କରିଛି ପୋଲିସ । ସେପଟେ ଅନ୍ୟ ଅଭିଯୁକ୍ତମାନେ ଫେରାର ଥିବା ଜଣାପଡିଛି । ସୂଚନା ମୁତାବକ, ଭଦ୍ରକ ଜିଲ୍ଲା ଚାନ୍ଦବାଲି ବିଧାନସଭା ନିର୍ବାଚନ କ୍ଷେତ୍ର ଅନ୍ତର୍ଗତ ଧାନକୁଟା ଗାଁରୁ ପ୍ରଚାର ସାରି ସେ ୪୦ରୁ ୫୦ ଜଣ କର୍ମୀଙ୍କ ସହ ଫେରୁଥିଲେ। ସେହି ସମୟରେ ଏକାଧିକ ବିଜେଡି କର୍ମୀ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ।

ଫଳରେ ଅଭିଳାଶଙ୍କ ସହ ତାଙ୍କର ଅନ୍ୟାନ୍ୟ କର୍ମୀ ଆହତ ହୋଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲ। ତେବେ ଏହି ଘଟଣାକୁ ନେଇ  ବାଂଶଡ଼ା ଥାନାରେ ଅଭିଯୋଗ କରିଥିଲେ ଅଭିଳାଷ। ଏହାପରେ ପୋଲିସ ଘଟମାର ତଦନ୍ତ କରି କରି ୫ ଜଣଙ୍କୁ ଗିରଫ କରିଛି ପୋଲିସ । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.