ପ୍ରମୂଖ ଖବର
  • ସମ୍ବଲପୁର: ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ
  • ||
  • ହଟିବ ବ୍ରିଟିଶ ଆଇନ୍ , ଲାଗୁ ହେବ ଭାରତୀୟ ନିୟମ, ଜୁଲାଇରୁ ଲାଗୁ ହେବ ନୂଆ ପୁଲିସ ଆଇନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା, ୫ ଅଭିଯୁକ୍ତ ଗିରଫ

ଭୁବନେଶ୍ବର, ୩୧/୫:  ବିଜେପି ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା। ଏନେଇ ୫ ଜଣଙ୍କୁ ଗିରଫ କରିଛି ପୋଲିସ । ସେପଟେ ଅନ୍ୟ ଅଭିଯୁକ୍ତମାନେ ଫେରାର ଥିବା ଜଣାପଡିଛି । ସୂଚନା ମୁତାବକ, ଭଦ୍ରକ ଜିଲ୍ଲା ଚାନ୍ଦବାଲି ବିଧାନସଭା ନିର୍ବାଚନ କ୍ଷେତ୍ର ଅନ୍ତର୍ଗତ ଧାନକୁଟା ଗାଁରୁ ପ୍ରଚାର ସାରି ସେ ୪୦ରୁ ୫୦ ଜଣ କର୍ମୀଙ୍କ ସହ ଫେରୁଥିଲେ। ସେହି ସମୟରେ ଏକାଧିକ ବିଜେଡି କର୍ମୀ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ।

ଫଳରେ ଅଭିଳାଶଙ୍କ ସହ ତାଙ୍କର ଅନ୍ୟାନ୍ୟ କର୍ମୀ ଆହତ ହୋଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲ। ତେବେ ଏହି ଘଟଣାକୁ ନେଇ  ବାଂଶଡ଼ା ଥାନାରେ ଅଭିଯୋଗ କରିଥିଲେ ଅଭିଳାଷ। ଏହାପରେ ପୋଲିସ ଘଟମାର ତଦନ୍ତ କରି କରି ୫ ଜଣଙ୍କୁ ଗିରଫ କରିଛି ପୋଲିସ । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.