ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ

Published By : Suraj Kumar | November 6, 2024 5:53 PM

ଭୁବନେଶ୍ବର,୬।୧୧ :   ୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ  ଟ୍ରେନ ପ୍ରକଳ୍ପ । ଭୂମି ଠାରୁ ୧୩ ମିଟର ଉପରେ ଚାଲିବ ମେଟ୍ରୋ ଟ୍ରେନ । ପ୍ରତି ୧୦ ମିନିଟ ବ୍ୟବଧାନରେ ଚାଲିବ ମେଟ୍ରୋ । ସେଥିପାଇଁ ୩ କୋଚ ବିଶିଷ୍ଟ ୧୩ ଟି ମେଟ୍ରୋ ଟ୍ରେନ କିଣିବାକୁ ଯୋଜନା ରହିଛି ବୋଲି ଭୁବନେଶ୍ଵର ମେଟ୍ରୋ ରେଳ କର୍ପୋରେସନ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି। 

ଏବେ ମେଟ୍ରୋ ପ୍ରକଳ୍ପ ପାଇଁ ଚାଲିଛି ମାଟି ପରୀକ୍ଷା । ବିଭିନ୍ନ ସ୍ଥାନରୁ ୫୦-୬ ୦ମିଟର ତଳୁ ମାଟି ନେଇ ଦିଲ୍ଲୀ ଓ କଟକ ଲାବୋରେଟୋରିରେ ମାଟି ପରୀକ୍ଷା କରାଯାଉଛି । ୨ ମାସ ମଧ୍ୟରେ ସରିବ ମାଟି ପରୀକ୍ଷା । ମାଟି ପରୀକ୍ଷା ସରିବା ପରେ ଫାଉଣ୍ଡେସନ ଡିଜାଇନ ଆରମ୍ଭ ହେବ । ତ୍ରିଶୁଳିଆ ଫୁଲପୋଖରି ରତାଗଡ଼ ଠାରେ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ମେଣ୍ଟେନାନସ୍ ଡିପୋ ତିଆରି କାମ ମଧ୍ଯ ଚାଲୁ ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.