ପ୍ରମୁଖ ଖବର
  • ଚଣ୍ଡିଗଡ଼ ମେୟର ନିର୍ବାଚନ: ଆପ୍‌ ପ୍ରାର୍ଥୀ ବିଜୟୀ , ଫଳାଫଳ ଘୋଷଣା କଲେ ସୁପ୍ରିମକୋର୍ଟ
  • ||
  • ଭାରତ-ଇଂଲଣ୍ଡ ଚତୁର୍ଥ ଟେଷ୍ଟ: ଇଣ୍ଡିଆନ୍ ସ୍କ୍ବାର୍ଡକୁ ଫେରିବେ କେ.ଏଲ୍‌ ରାହୁଲ
  • ||
  • କଣ୍ଟାବାଞ୍ଜି ବିଧାୟକଙ୍କୁ ହତ୍ୟା ଧମକ ଘଟଣା, ନଗର କଂଗ୍ରେସ କମିଟି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ମଙ୍ଗଳବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଲୋକାର୍ପଣ ହେବ ସ୍କିଲ୍‌ ଇଣ୍ଡିଆ ସେଣ୍ଟର
  • ||
  • ମାଟ୍ରିକ୍ ପରୀକ୍ଷା ପୂର୍ବରୁ ଝୁଲିପଡିଲେ ଛାତ୍ର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୪-୨୫ ପର୍ବପର୍ବାଣୀ ତାଲିକା ପ୍ରକାଶ: ଜୁନ୍‌ ୨୨ରେ ସ୍ନାନ ଯାତ୍ରା, ଜୁଲାଇ ୭ରେ ଶ୍ରୀଗୁଣ୍ଡିଚା
  • ||
  • ରାଜ୍ୟର ୯୬ ଲକ୍ଷ ପରିବାରକୁ ମିଳିବ ହଜାରେ ଲେଖାଏଁ, ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ବୁର୍ଜା ଛକ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଦୁଇ ଜୀବନ, ୨ ଆହତ
  • ||
  • ମଙ୍ଗଳବାର ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଗଙ୍ଗାଧର ସେଚ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ମାଘରେ ବଢ଼ୁଛି ତାତି: ଟିଟଲାଗଡ଼ ପାଲଟିଲାଣି ତତଲା ସହର, ୩୬ ଡିଗ୍ରୀ ପାର୍ ତାପମାତ୍ରା, ୨୪ରୁ ଘଡଘଡି ସହ ବର୍ଷା ସମ୍ଭାବନା
  • ||
  • ମଙ୍ଗଳବାରଠୁ ମାଟ୍ରିକ ପରୀକ୍ଷା: ୫ଲକ୍ଷ ୫୧ ହଜାର ୬୨୧ଛାତ୍ରଛାତ୍ରୀ ଦେବେ ପରୀକ୍ଷା, କପି ଜଗିବ AI କ୍ୟାମେରା
  • ||

ବିଦ୍ୟୁତ୍ ଖୁଣ୍ଟରେ ପିଟିହେଲା ବାଇକ୍‌, ୨ ବାଇକ୍ ଆରୋହୀ ମୃତ

ସୋନପୁର, ୨୯।୦୧ : ବିଦ୍ୟୁତ୍ ଖୁଣ୍ଟରେ ପିଟିହେଲା ବାଇକ୍‌। ୨ ବାଇକ୍ ଆରୋହୀ ମୃତ। ସୋନପୁର ଜିଲ୍ଲା ବୀରମହାରାଜପୁର ଥାନା ଉଫୁଲା ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକ ହେଲେ କମୀରା ଗାଁର ସମ୍ୱିତ ପ୍ରଧାନ ଏବଂ ବୁଠୀପଦର ଗାଁର ସିପକ ନାଗ।

ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ କମୀରା ଗାଁର ସମ୍ୱିତ ପ୍ରଧାନ ଏବଂ ବୁଠୀପଦର ଗାଁର ସିପକ ନାଗ ଏକ ବାଇକ୍‌ ଯୋଗେ ବୀରମହାରାଜପୁର ପଟରୁ ଫେରୁଥିଲେ। ଉଫୁଲା ନିକଟରେ ବାଇକ୍‌ଟି ଏକ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଥିଲା । ଯାହାଫଳରେ ଉଭୟ ଗାଡିରୁ ଛିଟିକି ପଡିଥିଲେ । ଦୁହିଁଙ୍କ ମୁଣ୍ଡ ମାଡ଼ ହୋଇ ପ୍ରବଳ ରକ୍ତସ୍ରାବ ହୋଇଥିଲା । ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଆମ୍ବୁଲାନ୍ସ ଯୋଗେ ବୀରମହାରାଜପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.