ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବିଦ୍ୟୁତ୍ ଖୁଣ୍ଟରେ ପିଟିହେଲା ବାଇକ୍‌, ୨ ବାଇକ୍ ଆରୋହୀ ମୃତ

ସୋନପୁର, ୨୯।୦୧ : ବିଦ୍ୟୁତ୍ ଖୁଣ୍ଟରେ ପିଟିହେଲା ବାଇକ୍‌। ୨ ବାଇକ୍ ଆରୋହୀ ମୃତ। ସୋନପୁର ଜିଲ୍ଲା ବୀରମହାରାଜପୁର ଥାନା ଉଫୁଲା ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକ ହେଲେ କମୀରା ଗାଁର ସମ୍ୱିତ ପ୍ରଧାନ ଏବଂ ବୁଠୀପଦର ଗାଁର ସିପକ ନାଗ।

ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ କମୀରା ଗାଁର ସମ୍ୱିତ ପ୍ରଧାନ ଏବଂ ବୁଠୀପଦର ଗାଁର ସିପକ ନାଗ ଏକ ବାଇକ୍‌ ଯୋଗେ ବୀରମହାରାଜପୁର ପଟରୁ ଫେରୁଥିଲେ। ଉଫୁଲା ନିକଟରେ ବାଇକ୍‌ଟି ଏକ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଥିଲା । ଯାହାଫଳରେ ଉଭୟ ଗାଡିରୁ ଛିଟିକି ପଡିଥିଲେ । ଦୁହିଁଙ୍କ ମୁଣ୍ଡ ମାଡ଼ ହୋଇ ପ୍ରବଳ ରକ୍ତସ୍ରାବ ହୋଇଥିଲା । ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଆମ୍ବୁଲାନ୍ସ ଯୋଗେ ବୀରମହାରାଜପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.