ପ୍ରମୂଖ ଖବର
  • ସେପ୍ଟେମ୍ବର ୩୦ରୁ ମହିଳା ଦିନିକିଆ ବିଶ୍ୱକପ୍, ଭାରତ-ଶ୍ରୀଲଙ୍କା କରିବେ ଆୟୋଜନ
  • ||
  • କଟକ: ରାଜ୍ୟ ଖାଉଟି କମିଶନ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ଜଳିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ, ସ୍ନାନପୂର୍ଣ୍ଣିମା ଏବଂ ରଥଯାତ୍ରୀ ନୀତି ନିର୍ଘଣ୍ଟ ନେଇ ବାଜିପାରେ ମୋହର
  • ||
  • ନବରଙ୍ଗପୁର: ପାଇଖାନା ଟାଙ୍କି ସଫା ବେଳେ ଅଘଟଣ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୪ ଶ୍ରମିକଙ୍କ ଜୀବନ
  • ||
  • ଶଙ୍ଖ ଭବନରେ ବିଜେଡିର ବଡ଼ ବୈଠକ, ସରକାର ବର୍ଷେ ପୂର୍ତ୍ତି ଉତ୍ସବ ସହ ବିଭିନ୍ନ ପ୍ରସଙ୍ଗ ନେଇ ଚାଲିଛି ଆଲୋଚନା
  • ||
  • ଖରାପ ପାଗ ଏବଂ ଚିକୁନଗୁନିଆ ସଂକ୍ରମଣ ଯୋଗୁଁ ମହିଳା ଏସିଆ କପ୍‌ ସ୍ଥଗିତ
  • ||
  • ବିଶ୍ୱ ସାଇକେଲ ଦିବସ; ପେଁ ପାଁରେ ହଜିନି କ୍ରିଂ କ୍ରିଂ କ୍ରିଂ...ଫିଟନେସ୍‌ ପାଇଁ ପାଲଟିଛି ପ୍ରଥମ ପସନ୍ଦ
  • ||
  • ଛେଣ୍ଡିପଦା: ବିପଦରେ ଗଜରାଜ, ସୋଲାର କରେଣ୍ଟରେ ହାତୀ ମୃତ
  • ||
  • ଚନ୍ଦନେଶ୍ଵର: ୧୫ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ, ୨ ଗିରଫ
  • ||
  • ବାଙ୍କୀ: ବାଲି ବୋଝେଇ ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, ରାସ୍ତାରୋକ କଲେ ଗ୍ରାମବାସୀ
  • ||
  • ପାଶ୍ଚାତ୍ୟ ରାଷ୍ଟ୍ରଙ୍କୁ ବିଶ୍ୱଯୁଦ୍ଧ ଭୟ: ଦୀର୍ଘ ୮୦ ବର୍ଷ ପରେ ଘାରିଛି ଆଶଙ୍କା, ଋଷ-ଆମେରିକା, ପରମାଣୁ ଅସ୍ତ୍ର ମୁଖ୍ୟ କାରଣ
  • ||
  • IPL 2025 ମହାଲଢ଼େଇ: ଆଜି ମୁହାଁମୁହିଁ ହେବେ ପଞ୍ଜାବ -ବେଙ୍ଗାଲୁରୁ, ପ୍ରଥମ ଟାଇଟଲ ଆଶାରେ ଉଭୟ ଟିମ୍
  • ||
  • ରାଜ୍ୟରେ ପୁଣି ଉପରମୁହାଁ ତାତି : ଆଗାମୀ ୪ ଦିନ ଯାଏ ଭୀଷଣ ଗରମ ସହ ଗୁଳୁଗୁଳି, ସପ୍ତାହ ଯାଏ ବର୍ଷା ନାହିଁ
  • ||

ଟିପର ଧକ୍କାରେ ବାଇକ୍ ଆରୋହୀ ଗୁରୁତର

Published By : Rasmita Pradhan | June 2, 2025 1:01 PM

ଛତ୍ରପୁର, ୨/୬ : ଟିପର ଧକ୍କାରେ ବାଇକ୍ ଆରୋହୀ ଗୁରୁତର। ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ରଘୁନାଥପୁର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କୁ ଉଦ୍ଧାର କରି ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। 

ସୂଚନାନୁଯାୟୀ, ବ୍ରହ୍ମପୁର ଅଳକପୁରୀର ଅବିନାଶ ସାହୁ (୩୫ ବର୍ଷ) ବାଇକ୍ ଯୋଗେ ଛତ୍ରପୁର ଯାଉଥିଲେ। ଚମାଖଣ୍ଡି ଥାନା ରଘୁନାଥପୁର ନିକଟରେ ତାଙ୍କ ବାଇକ୍‌କୁ ଏକ ଟିପର ଧକ୍କା ଦେଇଥିଲା। ଦୁର୍ଘଟଣାରେ ଅବିନାଶ ଗୁରୁତର ହୋଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଅବିନାଶଙ୍କୁ ଉଦ୍ଧାର କରି ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.