PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ବିଞ୍ଝାରପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଉନୟନ କମିଟି ବୈଠକ

ବିଞ୍ଝାରପୁର,୨୧।୧୨ (ଆପ୍ର):  କରୋନା କଟକଣା ପାଇଁ କିଛି ବର୍ଷ ଧରି ବନ୍ଦ ଥିବା ବିଞ୍ଝାରପୁର  ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଞ୍ଝାରପୁର ବ୍ଲକ ସମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବିଞ୍ଝାରପୁର  ବିଧାୟିକା  ତଥା ରାଜସ୍ବ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଏହି ବୈଠକରେ  ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶୋକ କୁମାର ବେହୁରିଆ ,ବିଞ୍ଝାରପୁର  ବ୍ଲକ୍ ଅଧ୍ଯକ୍ଷା ରଞ୍ଜିତା ଦାସ , ଦଶରଥପୁର  ବ୍ଲକ୍ ଅଧ୍ଯକ୍ଷ ଦିଗାମ୍ବର ମଲ୍ଲିକ  ପ୍ରମୁଖ ଯୋଗଦେଇ ପ୍ରତ୍ୟେକ ବିଭାଗର କାର୍ଯ୍ୟାନ୍ବୟନ ନେଇ ସମୀକ୍ଷା  କରାଯାଇଥିଲା। ବୈଠକରେ ଉପସ୍ଥିତ ସମସ୍ତ ଜିଲ୍ଲାସ୍ତରୀୟ, ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଉତ୍ତର ରଖିଥିଲେ ।