ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍ ମାନ୍ୟତା , ୧୩ ଡିସେମ୍ୱର ୨୦୨୧ରେ ହୋଇଥିଲା ଆବେଦନ
  • ||
  • ସ୍ବିଡେନ୍‌: ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର
  • ||
  • ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀରୁ ଉତ୍ତରାଖଣ୍ଡ, କେନ୍ଦ୍ରସ୍ଥଳ ନେପାଳ
  • ||
  • ବାଙ୍କୀ : ମହାନଦୀ ବ୍ରିଜ୍‌ରେ ଝୁଲୁଛି ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର
  • ||
  • ଭୁବନେଶ୍ଵର : ଲୋକସେବା ଭବନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • କରଞ୍ଜିଆ : ଭୁଜାଲି ମାଡ଼ରେ ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ଶ୍ରୀନଗର : ରାଜୌରୀ କାଲାକୋଟ ଆରାରେ ଗୁଳିବିନିମୟ, ୯ ପାରା କମାଣ୍ଡୋ ୟୁନିଟର ୩ ଯବାନ ଆହତ
  • ||
  • ସୁନ୍ଦରଗଡ଼ : ମାଟି କାନ୍ଥ ଭୁଶୁଡ଼ି ଜଣେ ମୃତ
  • ||
  • ବାଲିଗୁଡ଼ା : ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

କାଶୀପୁର ବ୍ଲକର ବିଭିନ୍ନ ସ୍ଥାନରେ ବିଶ୍ଵକର୍ମା ପୂଜା

କାଶୀପୁର, ୧୮/୦୯ : କାଶୀପୁର ବ୍ଲକର ବିଭିନ୍ନ ସ୍ଥାନରେ ବିଶ୍ଵକର୍ମା ପୂଜା ବେଶ୍ ଧୁମ୍‌ଧାମ୍‌ରେ ପାଳନ କରାଯାଇଛି। କାଶୀପୁର ସଦରରେ ରାଜମିସ୍ତ୍ରୀ, ନିର୍ମାଣ ଶ୍ରମିକ ସଙ୍ଘ ସହିତ ଟିକିରିରେ ଠିକାଦାର ସଙ୍ଘ, ବିଦ୍ୟୁତ ବିଭାଗ ଏବଂ ନୂଆପଡ଼ା ଠାରେ ମେଣ୍ଟାନାନ୍ସ କମ୍ପାନୀ ପକ୍ଷରୁ ଦେବ ଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।

ଟିକିରି ସ୍ଥିତ ବିଦ୍ୟୁତ ବିଭାଗ ପକ୍ଷରୁ ବିଶ୍ଵକର୍ମା ପୂଜା ବେଶ୍ ଆଡ଼ମ୍ବର ସହ ପୂଜା କରାଯାଇଛି। ଜେଇ ସନ୍ତୋଷ ନାହାକଙ୍କ ତତ୍ତ୍ୱାବଧାନରେ ଆୟୋଜିତ ପୂଜାରେ କର୍ତ୍ତା ଭାବେ ବାଲାଜୀ ପାଢ଼ୀ ଯୋଗ ଦେଇଥିବା ବେଳେ ବଳରାମ ମିଶ୍ର, ବିରେନ କୁମାର ପ୍ରଧାନ, ବିଜୟ ବାରିକ ସହିତ ଅନ୍ୟମାନେ ଉପସ୍ଥିତ ରହି ପରିଚାଳନା ସହଯୋଗ କରିଥିଲେ।

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.