ପ୍ରମୂଖ ଖବର
  • କେନ୍ଦୁଝର : ଚୋରା କାଠ ଚାଲାଣ ବେଳେ ମାଡ଼ି ବସିଲା ବନ ବିଭାଗ, ୭ ଟ୍ରିପରୁ ଉର୍ଦ୍ଧ୍ଵ କାଠ ଜବତ
  • ||
  • ଯାଜପୁର : ଶୌଚ ହେବାକୁ ଯାଇ କେନାଲରେ ଭାସିଗଲେ ନାବାଳକ
  • ||
  • ଭୁବନେଶ୍ଵର : ୨୭ରେ ବସିବ ନୀତି ଆୟୋଗ ବୈଠକ, ଯୋଗଦେବେ ମୁଖ୍ୟମନ୍ତ୍ରୀ
  • ||

ପ୍ରଥମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି, ଭୁବନେଶ୍ଵରରୁ ମନ୍ମଥ... ସମ୍ବଲପୁରରୁ ପ୍ରଣବ

ଭୁବନେଶ୍ଵର, ୨୭/୦୩ : ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ସମ୍ବଲପୁରରୁ ପ୍ରାର୍ଥୀ ହେଲେ ପ୍ରଣବ ପ୍ରକାଶ ଦାସ। ସେହିପରି କଳାହାଣ୍ଡିରୁ ଲମ୍ବୋଦର ନିଆଲ, ସୁନ୍ଦରଗଡ଼ରୁ ଦିଲୀପ ତିର୍କୀ, ମୟୁରଭଞ୍ଜରୁ ସୁଦାମ ମାର୍ଣ୍ଡି, କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତି, ନବରଙ୍ଗପୁରରୁ ପ୍ରଦୀପ ମାଝୀ, ଭୁବନେଶ୍ଵରରୁ ମନ୍ମଥ ରାଉତରାୟ, କୋରାପୁଟରୁ କୌଶଲ୍ୟା ମାଝୀ, ଆସିକାରୁ ରଞ୍ଜିତା ସାହୁଙ୍କୁ ପ୍ରାର୍ଥୀ କରିଛି ବିଜେଡି। 


  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.