ପ୍ରମୁଖ ଖବର
  • ଭୁବନେଶ୍ୱର : ଜାତୀୟ ସ୍ତରୀୟ ଗବେଷଣା ସୁଯୋଗ, ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍‌ ପାଇଁ ୩୦୦ ଶିକ୍ଷାର୍ଥୀ ଚୟନ
  • ||
  • ଭୁବନେଶ୍ୱର : ମହିଳାଙ୍କ ସୁରକ୍ଷା ପାଇଁ ନିଯୁକ୍ତ ହୋଇଥିଲେ; ତାଲିମ ନେଇଥିଲେ ୨୪୮ ଜଣ, ଏବେ ବନ୍ଦ ହୋଇଗଲା ଏସ୍‌ଓପି ବ୍ୟବସ୍ଥା
  • ||
  • ପଶ୍ଚିମବଙ୍ଗରେ ଥମୁନି ନିର୍ବାଚନୀ ହିଂସା, ଜଣେ ଟିଏମସି କର୍ମୀଙ୍କୁ ହତ୍ୟା, ପୁଣି ବିଜେପି ବିରୋଧରେ ଦଳ ଆଣିଲା ଅଭିଯୋଗ
  • ||
  • ବାଂଲାଦେଶ ମୁହାଁ ବାତ୍ୟା, ପ୍ରଭାବରେ ୪ଜିଲ୍ଲାରେ ବର୍ଷା ଓ ପବନ ସମ୍ଭାବନା, ୪ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଆଲର୍ଟ
  • ||
  • ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟିଂ, ୪୪୭ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା
  • ||
  • ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ, ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଛି ଭୋଟ୍, ୫୮ ସଂସଦୀୟ କ୍ଷେତ୍ରରେ ମତଦାନ ଆରମ୍ଭ
  • ||
  • ସୃଷ୍ଟି ହେଲା ଅବପାତ: ୨୫ ରାତିରୁ ଉପକୂଳରେ ବର୍ଷା, ୨୬ରେ ଭୀଷଣ ବାତ୍ୟା ରୂପ ନେବ
  • ||

ବିଜେଡ଼ିର ଶେଷ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା: ଖଣ୍ଡପଡ଼ା ଆସନରୁ ଲଢ଼ିବେ ସାବିତ୍ରୀ ପ୍ରଧାନ

ଭୁବନେଶ୍ୱର ୦୨/୦୫: ଆସିଲା ବିଜେଡ଼ିର ଶେଷ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା। ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ତେବେ ଘୋଷଣା ହୋଇଥିବା ଆସନ ମଧ୍ୟରେ କୋରେଇରୁ ଶ୍ରୀମତି ସଂଧ୍ୟାରାଣୀ ଦାଶ, ଖଣ୍ଡପଡ଼ାରୁ ଶ୍ରୀମତି ସାବିତ୍ରୀ ପ୍ରଧାନ, ନୀଳଗିରିରୁ ସୁକାନ୍ତ କୁମାର ନାୟକ ରହିଛନ୍ତି। ଦେବଗଡ଼ ଆସନରେ ବଦଳିଲା ପ୍ରାର୍ଥୀ। ଅରୁନ୍ଧତୀ କୁମାରୀ ଦେବୀଙ୍କ ସ୍ଥାନରେ ରେମାଞ୍ଚ ରଞ୍ଜନ ବିଶ୍ବାଳ ମିଳିଲା ଟିକେଟ।


  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • BJD
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.