ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ନୀଳଗିରି ଉପଜିଲ୍ଲାପାଳ ଅଫିସ ଆଗରେ ବିଜେଡିର ଗଣଧାରଣା

ନୀଳଗିରି,୨୭/୮:ବାଲେଶ୍ୱର ଜିଲ୍ଲାରେ ନୀଳଗିରି ବିଜେଡି ତରଫରୁ ଉପଜିଲ୍ଲାପାଳ ଅଫିସ ଆଗରେ ଧାରଣା ଦିଆଯାଇଛି।ରାଜ୍ୟ ବିଜେପି ସରକାର ବିରୁଦ୍ଧରେ ଏହି ଗଣଧାରଣା ଦିଆଯାଇଛି।ବିଜେପି କ୍ଷମତାକୁ ଆସିବା ପାଇଁ  ରାଜ୍ୟବାସୀଙ୍କୁ ମିଥ୍ୟା ପ୍ରତିଶୃତି ଦେଇଥିବା ଅଭିଯୋଗ କରିଛନ୍ତି। ବିଦ୍ୟୁତ ବିଲ ୩୦୦ ୟୁନିଟ ଛାଡ଼ ସହ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ୩୦୦୦ ଟଙ୍କା କରିବା ପ୍ରତିଶ୍ରୁତି ଦେଇଥିଲେ।ଏଭଳି ଅନେକ ପ୍ରତିଶୃତି ପାଣିର ଗାର ପାଲଟିଛି ବୋଲି ଅଭିଯୋଗ କରିଛନ୍ତି। 

 ନୀଳଗିରି ପୁର୍ବତନ ବିଧାୟକ ଇଂ ସୁକାନ୍ତ କୁମାର ନାୟକଙ୍କ ନେତୃତ୍ୱରେ ଏକ ବିକ୍ଷୋଭ ଶୋଭାଯାତ୍ରା ସହରରେ କରିବା ପରେ ନୀଳଗିରି ଉପଜିଲ୍ଲାପାଳ ଅଫିସରେ ଗଣଧାରଣା ଦିଆଯାଇଛି।ଏଥିରେ ଜିଲ୍ଲାସଭାପତି ଜ୍ୟୋତିପ୍ରକାଶ ପାଣିଗ୍ରାହୀ,ଜିଲ୍ଲା ପରିଷଦ ଅଧକ୍ଷ ନାରାୟଣ ପ୍ରଧାନ,ବାଲେଶ୍ଵର ବିଜେଡି ସାଂସଦ ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତ ସିଂହାର,ଯୁବବିଜେଡି ରାଜ୍ୟ କାର୍ଯ୍ୟକାରୀ ସଭାପତି,ଯୁବବିଜେଡି ଜିଲ୍ଲା ସଭାପତି ତାପସ ପରିଡା,ଏନଏସି ସଭାପତି ରବୀନ୍ଦ୍ର ପରିଡା,ଜିଲ୍ଲା ବ୍ଲକ ଅଧକ୍ଷା ଶୁଭଲକ୍ଷ୍ମୀ ମାଝୀ,ଏନଏସି ଅଧକ୍ଷା ଅମ୍ବିକା ଦାସ,ଆଦିବାସୀ ମହିଳାନେତ୍ରୀ ସୁନୀତି ସିଂ ଙ୍କ ସମେତ ବହୁ ବିଜେଡିନେତା ଓ ନେତ୍ରୀ, କର୍ମୀମାନେ ଉପସ୍ଥିତ ଥିଲେ।ପରେ ଉପଜିଲ୍ଲାପାଳ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ସ୍ମାରକପତ୍ର ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.