ପ୍ରମୂଖ ଖବର
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ କର୍ମୀ

Published By : Harapriya Sethi | April 28, 2025 9:56 AM

ଭୁବନେଶ୍ୱର, ୨୮/୦୪: ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ । ଏହି ଅବସରରେ ବିଜେଡି ଦଳ ତରଫରୁ ମଧୂବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ବିଜେଡି ନେତା ଓ କର୍ମୀ ।

ଏହି ଅବସରରେ ବିଜେଡି ନେତା କହିଛନ୍ତି ଯେ, ମଧୁବାବୁ ହେଉଛନ୍ତି ଉତ୍କଳ ପ୍ରଦେଶ ଗଠନର ମହାନ ବିନ୍ଧାଣୀ । ଭାଷା ଭିତିକ ଓଡିଶା ପ୍ରଦେଶ ଗଠନରେ ତାଙ୍କର ଅତୁଳନୀୟ ଅବଦାନ ରହିଥିଲା । ସେ ଥିଲେ ଓଡ଼ିଆ ଜାତିର ସ୍ୱାଭିମାନର ପ୍ରତୀକ । ଓଡ଼ିଶାରେ ଶିଳ୍ପର ପ୍ରତିଷ୍ଠା କ୍ଷେତ୍ରରେ ତାଙ୍କର ଅନେକ ପ୍ରଚେଷ୍ଟା ରହିଥିଲା । ଏହାସହ ସାରା ବିଶ୍ୱ ଏବଂ ଦେଶରେ ଵାରିଷ୍ଟର ଭାବରେ ମଧ୍ୟ ତାଙ୍କର ଅନେକ କ୍ଷାତି ରହିଥିଲା । ତାଙ୍କର ଚିନ୍ତା ଏବଂ ଚେତନାକୁ ଓଡ଼ିଆ ଜାତି ମାନେ ରଖିବ । ଏହାକୁ ଯଦି କିଛି ମାତ୍ରାରେ ଆମେ ରୂପାୟତ କରିପାରିବା । ତେବେ ତାହାହିଁ ମଧୂବାବୁଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.