ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

ମାଣିକେଶ୍ୱରୀ ମନ୍ଦିରରେ ବିଜେଡି ଲୋକସଭା ପ୍ରାର୍ଥୀ ଲମ୍ବୋଦର ନିଆଲ, ମା'ଙ୍କ ପାଖରେ କଲେ ଆଶିଷ ଭିକ୍ଷା

କଳାହାଣ୍ଡି, ୦୧/୦୪ : ଭବାନୀପାଟଣାରେ ପହଞ୍ଚି ମା' ମାଣିକେଶ୍ୱରୀଙ୍କ ଦର୍ଶନ କଲେ ବିଜେଡି ଲୋକସଭା ପ୍ରାର୍ଥୀ ଲମ୍ବୋଦର ନିଆଲ। ମାଣିକେଶ୍ୱରୀ ମନ୍ଦିରରେ ପହଞ୍ଚି ସେ ପ୍ରଥମେ ପ୍ରାୟ ଅଧଘଣ୍ଟା ଯାଏଁ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଥିଲେ। ଏହାପରେ କର୍ମକର୍ତ୍ତା ଓ ସମର୍ଥକଙ୍କ ସହ ଆଲୋଚନା କରିଥିଲେ। 

ସୂଚନାନୁଯାୟୀ, ଲମ୍ଵୋଦର ନିଆଲ ଭବାନୀପାଟଣାର ୫ଟି ନିର୍ବାଚନ ମଣ୍ଡଳୀ ଏବଂ ନୂଆପଡାର ୨ଟି ନିର୍ବାଚନ ମଣ୍ଡଳୀରୁ ସାଂସଦ ଭାବରେ ନିର୍ବାଚନ ଲଢ଼ିବେ। ଲମ୍ବୋଦର ନିଆଲ ୧୯୯୨ରେ ରାଜନୀତିରେ ଯୋଗ ଦେଇ ଥରେ ସରପଞ୍ଚ ହେଇଥିବା ବେଳେ ଥରେ ସମିତିସଭ୍ୟ, ଥରେ ବ୍ଲକ ଚେୟାରମ୍ୟାନ ଏବଂ ୨ଥର ବିଧାୟକ ପ୍ରାର୍ଥୀ ଭାବରେ ଟିକେଟ ପାଇଥିଲେ। ସେ ଥରେ ବିଧାୟକ ଭାବରେ ମଧ୍ୟ ଜିତିଥିଲେ । ଏଥର ସେ ବିଜେଡି ତରଫରୁ ଲୋକସଭା ପ୍ରାର୍ଥୀ ଭାବରେ ଟିକେଟ ପାଇଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.