ପ୍ରମୂଖ ଖବର
  • ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ, ଗୁଣ୍ଡିଚା ଯାତ୍ରା ସାରି ବାହୁଡ଼ିଲେ ଶ୍ରୀଜିଉ
  • ||
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ନିଟ୍ ପରୀକ୍ଷାରେ ଦୁର୍ନୀତି ଏବଂ ଅନିୟମିତତାକୁ ନେଇ ସଂସଦରେ ବିଜେଡି ସାଂସଦଙ୍କ ବିରୋଧ ପ୍ରଦର୍ଶନ

ଭୁବନେଶ୍ଵର, ୨୮/୦୬ : ନିଟ୍ ପରୀକ୍ଷାରେ ହୋଇଥିବା ଦୁର୍ନୀତି ଏବଂ ଅନିୟମିତତାକୁ ନେଇ ଆଜି ସଂସଦରେ ବିଜେଡି ରାଜ୍ୟସଭା ସାଂସଦମାନେ ବିରୋଧ କରିଛନ୍ତି। ଗୃହର ମଧ୍ୟଭାଗକୁ ଯାଇ ସାଂସଦମାନେ ଏହି ପ୍ରସଙ୍ଗରେ ଆଲୋଚନା କରିବାକୁ ଦାବି କରିଛନ୍ତି। 

ନିଟ୍ ପରୀକ୍ଷାରେ ହୋଇଥିବା ଦୁର୍ନୀତି ଏବଂ ଅନିୟମିତତା ଯୋଗୁଁ ଭାରତରେ ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ଜୀବନ ଉପରେ ପ୍ରଭାବ ପକାଇଛି। ବିଜେଡି ସାଂସଦମାନେ ଏହାକୁ ଦୃଢ ନିନ୍ଦା କରିଛନ୍ତି। ପରୀକ୍ଷାରେ ଅନିୟମିତତା ହେତୁ ଓଡ଼ିଶାର ଛାତ୍ର ତଥା ଅଭିଭାବକଙ୍କୁ ନେଇ ସାଂସଦମାନେ ଚିନ୍ତା ପ୍ରକଟ କରିଛନ୍ତି।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.