ପ୍ରମୂଖ ଖବର
  • ବେଆଇନ୍ ବେଟିଂ ଆପ୍ ମାମଲା, ଅନେକ ସାଉଥ୍ ସେଲିବ୍ରିଟିଙ୍କୁ ସମନ ପଠାଇଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
  • ||
  • ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ୧୦୧ ବର୍ଷରେ ପରଲୋକ
  • ||
  • ମୁମ୍ବାଇ ଏୟାରପୋର୍ଟରେ ଅଘଟଣ, ଅବତରଣ ବେଳେ ରନୱେରୁ ତଳକୁ ଖସିଗଲା ଏୟାର ଇଣ୍ଡିଆ ବିମାନ
  • ||
  • ଦୁଷ୍କର୍ମ ଅଭିଯୋଗରେ ଉଦିତ ପ୍ରଧାନ ଗିରଫ ଘଟଣା। ପୀଡ଼ିତାଙ୍କ ବୟାନ ରେକର୍ଡ
  • ||
  • ଢ଼ାକାରେ ଖସି ପଡ଼ିଲା ଏଫ୍‌-୭ ଟ୍ରେନିଂ ବିମାନ, ଦୁର୍ଘଟଣାରେ ଜଣେ ମୃତ, ଉଦ୍ଧାରକାର୍ଯ୍ୟ ଜାରି
  • ||
  • କଟକ : ପରିବାରର ୩ ଜଣଙ୍କୁ ହତ୍ୟା ମାମଲା; ପ୍ରମାଣ ଅଭାବରୁ ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଆସାମୀ ନିର୍ଦ୍ଦୋଷରେ ଖଲାସ
  • ||
  • ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା,ଭାରପ୍ରାପ୍ତ ଅଧ୍ୟାପକ ଓ କିଛି କର୍ମଚାରୀଙ୍କୁ ପଚରାଉଚରା
  • ||
  • ଆରଏସପିରେ ଅଘଟଣ, ଶାବଳ ବାଜି ଠିକା ଶ୍ରମିକଙ୍କ ମୃତ୍ୟୁ
  • ||
  • ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ, ଉଦିତ୍ ପ୍ରଧାନଙ୍କୁ ନିଲମ୍ବିତ କଲେ NSUI ସଭାପତି
  • ||
  • ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, କହିଲେ ଏହି ଅଧିବେଶନ ବିଜୟର ଉତ୍ସବ
  • ||
  • ବାଲେଶ୍ୱର :ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ପ୍ରଧାନ ଶିକ୍ଷକ ଏବଂ ଗଣିତ ସାର୍ ଅଟକ
  • ||
  • ପୁରୀ : କୂଅରେ ପଡ଼ି ଚାଲିଗଲା ପାଳିଆ ସେବାୟତଙ୍କ ଜୀବନ, ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା : ତିନି ଆରଡିସି ଅଫିସ ଆଗରେ ବିଜେଡିର ବିକ୍ଷୋଭ, ନ୍ୟାୟିକ ତଦନ୍ତ ଦାବୀ

Published By : Suraj Kumar | July 21, 2025 10:07 PM

ଭୁବନେଶ୍ୱର, ୨୧।୦୭: ଏଫଏମ କଲେଜ ମୃତ ଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବିଜୁ ଜନତା ଦଳ ପକ୍ଷରୁ ଆରଡିସି ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କଟକ, ସମ୍ୱଲପୁର ଓ ବ୍ରହ୍ମପୁରରେ ଥିବା ଆରଡିସି ଅଫିସ ସମ୍ମୁଖରେ ବିଜେଡି ବିକ୍ଷୋଭ ପ୍ରଦର୍ଶନ କରିଛି। ଦଳ ତରଫରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଏହି ତିନି ଆରଡିସିଙ୍କ ମାଧ୍ୟମରେ ପ୍ରଦାନ କରାଯାଇଛି।

ନ୍ୟାୟ ପାଇଁ ଦୀର୍ଘ ୬ ମାସ ଲଢ଼ିବା ପରେ ନ୍ୟାୟ ନପାଇ ଏଫଏମ କଲେଜ ଛାତ୍ରୀ ଆତ୍ମାହୂତି ଦେବା ଘଟଣା ସମଗ୍ର ଦେଶରେ ରାଜ୍ୟ ପାଇଁ ଲଜ୍ଜ୍ୟା ଓ ନିନ୍ଦା ଆଣିଛି । ଏଫଏମ କଲେଜ ଘଟଣା ରାଜ୍ୟବାସୀଙ୍କ ମନରୁ ନଲିଭୁଣୁ, ପୁରୀ ଜିଲ୍ଲାର ବଳଙ୍ଗା ଠାରେ ଗୋଟିଏ ନାବାଳିକାକୁ ଜିଅନ୍ତା ଜାଳିଦେବା ଉଦ୍ୟମ ଭଳି ହୃଦୟ ବିଦାରକ ଘଟଣା ଲୋକଲୋଚନକୁ ଆସିଛି ।ଏଫଏମ କଲେଜରେ ଛାତ୍ରୀ ଘଟଣାର ନ୍ୟାୟିକ ତଦନ୍ତ ପାଇଁ ବିଜୁ ଜନତା ଦଳ ଦାବି କରୁଛି ବୋଲି ସ୍ମାରକପତ୍ରରେ ଉଲ୍ଲେଖ କରାଯାଇଛି । 

କଟକ ଆରଡିସି ଅଫିସ୍ ସାମ୍ନାରେ ବିଜେଡିର ବିକ୍ଷୋଭରେ ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରତାପ ଜେନା, ସୁଦାମ ମାରାଣ୍ଡି, ପ୍ରଣବ ବଳବନ୍ତରାୟ, ସୁଲୋଚନା ଦାସ, ସୁବାସ ସିଂ, ଦେବାଶିଷ ସାମନ୍ତରାୟ, ପ୍ରଫୁଲ୍ଲ ସିଂ, ବ୍ୟୋମକେଶ ରାୟ, ଦେବୀ ରଞ୍ଜନ ତ୍ରିପାଠୀ, ସୌଭିକ ବିଶ୍ୱାଳ, ସୁଭାଶିଷ ଖୁଣ୍ଟିଆ, ସଞ୍ଜୀବ ମଲ୍ଲିକ, ସୁଶାନ୍ତ ରାଉତ, ପ୍ରଶାନ୍ତ ବେହେରା, ଗଣେଶ୍ୱର ବେହେରା, ଧ୍ରୁବ ସାହୁ, ସାରଦା ଜେନା, ରମାକାନ୍ତ ଭୋଇ, ରମେଶ ବେହେରା, ମଞ୍ଜୁଲତା ମଣ୍ଡଳ, ପ୍ରଫୁଲ୍ଲ ସାମଲ, ଅଂଶୁମାନ ମହାନ୍ତି, ସୁକାନ୍ତ ନାୟକ, ସ୍ୱରୂପ ଦାସ, ଡ଼ ଲେଖାଶ୍ରୀ ସାମନ୍ତସିଂହାର, ଅଶୋକ ପଣ୍ଡା, ରାଜେନ୍ଦ୍ର ସାହୁ, ପ୍ରଦୀପ ସାହୁ, ରୁଦ୍ର ମହାରଥୀ, ତୁଷାରକାନ୍ତି ବେହେରା, ବିଜୟ ନାୟକ, ଶର୍ମିଷ୍ଠା ସେଠୀ, କ୍ୟାପଟେନ ରାଜ ନାରାୟଣ ମହାପାତ୍ର, ରାଜେନ୍ଦ୍ର ଦାସ, ବାସନ୍ତୀ ହେମ୍ବ୍ରମ, ସାନନ୍ଦ ମାରାଣ୍ଡି ପ୍ରମୁଖ ସାମିଲ ଥିଲେ ।

ସମ୍ବଲପୁର ଆରଡିସି ଅଫିସ୍ ସାମ୍ନାରେ ବିଜେଡିର ବିକ୍ଷୋଭରେ ପ୍ରସନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ସ୍ନେହାଙ୍ଗିନୀ ଛୁରିଆ, ଦେବେଶ ଆଚାର୍ଯ୍ୟ, ରୋହିତ ପୂଜାରୀ, କଳିକେଶ ନାରାୟଣ ସିଂହଦେଓ, ପ୍ରଦୀପ ଅମାତ, ରଜନୀକାନ୍ତ ସିଂ, ନଳିନୀକାନ୍ତ ପ୍ରଧାନ, ବର୍ଷା ସିଂ ବରିହା, ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ରୀତା ସାହୁ, ଅଳକା ମହାନ୍ତି, ସାରଦା ନାୟକ, ସୁଧୀର ସାମଲ, ମୁକେଶ ପାଲ, ମହେଶ ସାହୁ, ଆୟୁବ ଖାନ୍, ଅଧିରାଜ ପାଣିଗ୍ରାହୀ, ଲମ୍ବୋଦର ନିଆଲ ପ୍ରମୁଖ ସାମିଲ ଥିଲେ ।

ବ୍ରହ୍ମପୁର ଆରଡିସି ଅଫିସ୍ ସାମ୍ନାରେ ବିଜେଡିର ବିକ୍ଷୋଭରେ ସଞ୍ଜୟ କୁମାର ଦାସବର୍ମା, ଚନ୍ଦ୍ରଶେଖର ସାହୁ, ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ରବି ନାରାୟଣ ନନ୍ଦ, ପ୍ରଦୀପ ମାଝୀ, ବିକ୍ରମ ପଣ୍ଡା, ଭୃଗୁ ବକ୍ସିପାତ୍ର, ମନୋହର ରନ୍ଧାରୀ, ମାନସ ମାଡକାମୀ, ଝିନ ହିକକା, ରୂପେଶ ପାଣିଗ୍ରାହୀ, ଭାସ୍କର ରାଓ, ଜଗନ୍ନାଥ ସାରକା, ଚକ୍ରମଣୀ କହଁର, ବିକ୍ରମ ଆରୁଖ, ଲତିକା ପ୍ରଧାନ, ରଞ୍ଜିତା ସାହୁ, ସଙ୍ଘମିତ୍ରା ଦଳେଇ, ପ୍ରଫୁଲ୍ଲ ପାଙ୍ଗୀ, ପ୍ରଦୀପ କୁମାର ଦିଶାରୀ, ପୁଷ୍ପେନ୍ଦ୍ର ସିଂହଦେଓ, ପଦ୍ମିନୀ ଦିଆନ, ମନୋରମା ମହାନ୍ତି, ରଘୁନାଥ ଗମାଙ୍ଗୋ, ରମେଶ ମାଝୀ, ଶ୍ରୀକାନ୍ତ ସାହୁ, ପୂର୍ଣ୍ଣ ସ୍ୱାଇଁ, ମଞ୍ଜୁଳା ସ୍ୱାଇଁ, ସୁବାସ ବେହେରା, ବିପ୍ଳବ ପାତ୍ର, ସୂର୍ଯ୍ୟମଣୀ ବୈଦ୍ୟ, ତୁମ୍ବନାଥ ପଣ୍ଡା, ଚକ୍ରମଣୀ କହଁର, ପ୍ରଭୁ ଜାନି, ନନ୍ଦିନୀ ଦେବୀ, ଶ୍ରୀରୂପ ଦେବ, ଅନୁସୂୟା ମାଝୀ ପ୍ରମୁଖ ସାମିଲ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.