PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଇଡକୋ ସହକାରୀ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଟିଟିଲାଗଡ଼ : ସମ୍ଵଲପୁରୀ ଗୀତର ତାଳେତାଳେ ଝୁମିଲେ ଟିଟିଲାଗଡ଼ ଉପ-ଜିଲ୍ଲାପାଳ, ପାଦରେ ପାଦ ମିଶାଇ ନାଚିଲେ ରଙ୍ଗବତୀ
  • ||
  • କଣ୍ଟାବାଞ୍ଜି : ମୋଟର ସାଇକେଲ୍ ଓ ବଳଦ ମୁହାଁମୁହିଁ ଧକ୍କା, ଯୁବକ ମୃତ
  • ||
  • କଟକ : ଆଠଗଡ଼କୁ ସ୍ଥାନାନ୍ତର ହେଲା ଜଗତପୁରରେ ଟ୍ରାଙ୍କୁଲାଇଜ୍ କରାଯାଇଥିବା ହାତୀ
  • ||
  • ପୁରୀ : ହୋଟେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର
  • ||

ବିଜୁ ଜନତା ଦଳ ପ୍ରକାଶ କଲା ନିର୍ବାଚନୀ ଇସ୍ତାହାର

ଭୁବନେଶ୍ବର ୯।୪: ବିଜୁ ଜନତା ଦଳର ନିର୍ବାଚନୀ ଇସ୍ତାହାର ମଙ୍ଗଳବାର ଉନ୍ମୋଚିତ ହୋଇଯାଇଛି। ଦଳର ନିର୍ବାଚନୀ ଇସ୍ତାହାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉନ୍ମୋଚିତ କରିଛନ୍ତି। ଏହି ଅବସରରେ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଆମେ ରାଜ୍ୟବାସୀଙ୍କୁ ଯାହା ପ୍ରତିଶ୍ରୁତି ଦେଇ ଆସିଛୁ, ଠିକ ସମୟରେ ତାହା କରିଛୁ। କିନ୍ତୁ ଅନ୍ୟ ଦଳମାନେ ତାହା ପୂରଣ କରିନାହାନ୍ତି। ବିଜେପି ନିର୍ବାଚନୀ ଇସ୍ତାହାରରେ ଯାହା ଘୋଷଣା କରେ ତାହା କରି ପାରି ନଥାଏ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ନିର୍ବାଚନୀ ଇସ୍ତାହାର ଘୋଷଣା ବେଳେ ନବୀନ ପଟ୍ଟନାୟକ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରିଛନ୍ତି।