ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଆସିଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା, ପ୍ରଥମରେ ନବୀନ୍, ଦ୍ବିତୀୟରେ ପାଣ୍ଡିଆନ୍ ଏବଂ ତୃତୀୟରେ ପ୍ରଣବ…

ଭୁବନେଶ୍ବର : ଆସିଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା । ତାଲିକାରେ ୪୦ ଜଣଙ୍କୁ ସ୍ଥାନିତ କରିଛି ଦଳ । ତାଲିକାରେ ବହୁ ବରିଷ୍ଠ ନେତାଙ୍କୁ ଦଳ ସୁଯୋଗ ଦେଇଛି । ଏଥିରେ ପ୍ରଥମ ସ୍ଥାନରେ ନିଜେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରହିଛନ୍ତି । ସେହିଭଳି ଦ୍ବିତୀୟରେ କାର୍ତ୍ତିକ ପାଣ୍ଡିଆନ ଏବଂ ତୃତୀୟରେ ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ରହିଛନ୍ତି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.