ପ୍ରମୁଖ ଖବର
  • ବୁଧବାର ଅରୁଣ ଗୋଭିଲ, ଗୁରୁବାର ପୁଣି ଓଡିଶା ଆସିବେ ଜେ.ପି ନଡ୍ଡା
  • ||
  • ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଶ୍ୱାସ
  • ||
  • ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣା : ଜଣେ ଆହତ, ଅଳ୍ପକେ ବର୍ତ୍ତିଲେ ୨୦ ପୋଲିସ କର୍ମଚାରୀ
  • ||
  • ରଥଖଳା ହାଲ୍‌ଚାଲ୍‌...ଶ୍ରୀନୃସିଂହ ଚତୁର୍ଦ୍ଦଶୀ ତିଥିରେ ଗୁଜ ଅନୁକୂଳ, ଖୋଳା ହେବ ଯନ୍ତା ଗାଡ଼
  • ||
  • ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାମଲା: ସିଏମ୍‌ ହାଉସ୍‌ରେ ବିଭବଙ୍କୁ ନେଇ ସିନ୍‌ ରିକ୍ରିଏଟ୍‌
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ପୁଣି ୧୪ ଦିନ ରିମାଣ୍ଡରେ ନେବାକୁ ଇଡିର ଆବେଦନ
  • ||
  • IPL ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମୁହାଁମୁହିଁ ହେବେ କୋଲକାତା- ହାଇଦ୍ରାବାଦ, ରନ୍‌ ବର୍ଷା କରିବେ ବ୍ୟାଟିଂ ପାୱାର ହାଉସ୍‌
  • ||
  • ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍
  • ||

ଆସିଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା, ପ୍ରଥମରେ ନବୀନ୍, ଦ୍ବିତୀୟରେ ପାଣ୍ଡିଆନ୍ ଏବଂ ତୃତୀୟରେ ପ୍ରଣବ…

ଭୁବନେଶ୍ବର : ଆସିଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା । ତାଲିକାରେ ୪୦ ଜଣଙ୍କୁ ସ୍ଥାନିତ କରିଛି ଦଳ । ତାଲିକାରେ ବହୁ ବରିଷ୍ଠ ନେତାଙ୍କୁ ଦଳ ସୁଯୋଗ ଦେଇଛି । ଏଥିରେ ପ୍ରଥମ ସ୍ଥାନରେ ନିଜେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରହିଛନ୍ତି । ସେହିଭଳି ଦ୍ବିତୀୟରେ କାର୍ତ୍ତିକ ପାଣ୍ଡିଆନ ଏବଂ ତୃତୀୟରେ ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ରହିଛନ୍ତି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.