ପ୍ରମୂଖ ଖବର
  • ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ
  • ||
  • ବାଲେଶ୍ବର ଏଫ୍‌ଏମ୍‌ ଜଲେଜ ଛାତ୍ରୀ ଆତ୍ମାହୁତି ମାମଲା,ମୁଖ୍ୟ ଅଭିଯୁକ୍ତ ସମୀର ସାହୁକୁ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • ଏସଆଇଆର ଲଢେଇ, ନିର୍ବାଚନ କମିଶନଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିପାରେ ବିରୋଧୀ
  • ||
  • ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ : ଜଣେ ଡିଆରଜି ଯବାନ ସହିଦ, ୩ ଗୁରୁତର
  • ||
  • ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା,ଏକକାଳୀନ ୮ ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ମୋହନା : ବିଷାକ୍ତ ଛତୁ ଖାଇ ଦୁଇ ପରିବାରର ୮ ସଦସ୍ୟ ଗୁରୁତର
  • ||
  • ତାମିଲନାଡୁ କପଡ଼ା ଶିଳ୍ପକୁ ଟ୍ରମ୍ପ ଟାରିଫ୍‌ ଝଟକା, ୨୦ ହଜାର ଫ୍ୟାକ୍ଟ୍ରିରେ ୩୦ ଲକ୍ଷ ଛଟେଇ ଆଶଙ୍କା
  • ||
  • ଏସିଆ କପ୍ ପାଇଁ ପାକିସ୍ତାନ ଦଳ ଘୋଷଣା, ବାବର-ରିଜୱାନ ବାଦ୍, ସେପ୍ଟେମ୍ୱର ୯ରୁ ଆରମ୍ଭ ହେବ ଟୁର୍ଣ୍ଣାମେଣ୍ଟ
  • ||
  • ବ୍ରହ୍ମପୁର : MKCG ମେଡିକାଲରେ ଅଗ୍ନିକାଣ୍ଡ, ସର୍ଟସର୍କିଟ୍‌ରୁ ମୁଖ୍ୟ ପରୀକ୍ଷାଗାର ସହ ବାୟୋ କେମିକାଲ୍ ସେକ୍ସନରେ ଲାଗିଲା ନିଆଁ
  • ||
  • ନାଇଜେରିଆରେ ଭୟଙ୍କର ବୋଟ୍ ଟ୍ରାଜେଡି : ମଝି ନଈରେ ଓଲଟିଲା ବୋଟ୍, ୧୦ ଉଦ୍ଧାର ୪୦ ନିଖୋଜ
  • ||
  • ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବଣଭୋଜି ବେଶ, ସନ୍ଧ୍ୟା ଧୂପ ପରେ ହେବ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି
  • ||
  • ମାଲକାନଗିରିକୁ ରେଡ୍ ଆଲର୍ଟ, ଆଜି ପାଇଁ ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କଲେ ଜିଲ୍ଲାପାଳ
  • ||
  • ସୋମବାର ଅବପାତ ରୂପ ନେବ ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ଅତି ଭୀଷଣ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ
  • ||

ସୁସ୍ଥ ଅଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ; ଆଜି ହୋଇପାରନ୍ତି ଡିସଚାର୍ଜ୍

Published By : Rasmita Pradhan | August 18, 2025 2:04 PM

ଭୁବନେଶ୍ଵର, ୧୮/୦୮ : ସୁସ୍ଥ ଅଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ତାଙ୍କର ସ୍ଵାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଛି। ଆଜି ଡିସଚାର୍ଜ ହୋଇପାରନ୍ତି। ରବିବାର ଅସୁସ୍ଥତା କାରଣରୁ ସେ ସମ୍ ଅଲ୍ଟିମେଟ୍‌ରେ ଭର୍ତ୍ତି ହୋଇଥିଲେ। ଏନେଇ ହସ୍ପିଟାଲ୍ ପକ୍ଷରୁ ବୁଲେଟିନ୍ ଜାରି କରାଯାଇଛି । 

ସୂଚନାନୁଯାୟୀ, ଡି-ହାଇଡ୍ରେସନ୍ ଜନିତ ସମସ୍ୟା ପାଇଁ ରବିବାର ସନ୍ଧ୍ୟା ପ୍ରାୟ ୫ଟା ୧୫ରେ ନବୀନ ପଟ୍ଟନାୟକ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ହସ୍ପିଟାଲ ଯାଇ ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ନବୀନଙ୍କ ଦେଖିବାକୁ ବିଜେଡିର ବହୁ ବରିଷ୍ଠ ନେତା ମେଡିକାଲରେ ପହଞ୍ଚିଥିଲେ। ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଦ୍ରୁତ ଆରୋଗ୍ୟ କାମନା କରିଥିଲେ। ପ୍ରକାଶ ଥାଉକି, ସର୍ଭିକାଲ ଆଥ୍ରାଇଟିସ୍ ଅସ୍ତ୍ରୋପଚାର ପାଇଁ ଜୁନ୍ ୨୦ ତାରିଖରେ ନବୀନ ମୁମ୍ବାଇ ଯାଇଥିଲେ। ସେଠାରେ ୨୦ଦିନ ରହିବା ପରେ ଗତ ଜୁଲାଇ ୧୨ ତାରିଖରେ ଭୁବନେଶ୍ୱର ଫେରିଥିଲେ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.