ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ରାଜଗାଙ୍ଗପୁରରୁ ପୁନର୍ବାର ନରସିଙ୍ଘ ମିଞ୍ଜଙ୍କୁ ପ୍ରାର୍ଥୀ କଲା ବିଜେପି

ରାଜଗାଙ୍ଗପୁର ; ୨/୪ ଆସନ୍ତା ନିର୍ବାଚନ ପାଇଁ ରାଜଗାଙ୍ଗପୁର ବିଧାନସଭା ପାଇଁ ପୁଣିଥରେ ନରସିଙ୍ଘ ମିଞ୍ଜଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେପି। ଦଳ ପୁନର୍ବାର ତାଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା , ରାଜ୍ୟ ସଭାପତି ମନ ମୋହନ ସମାଲ , ସାଂସଦ ଜୁଏଲ ଓରାମଙ୍କ ସହ  ଜିଲ୍ଲା ଓ ସ୍ଥାନୀୟ ନେତୃବୃନ୍ଦ ଓ ଦଳୀୟ   କର୍ମୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । 

ଗତ ଥର ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତାରେ ଖୁବ କମ ଭୋଟ ବ୍ୟବଧାନରେ ପରାସ୍ତ ହୋଇଥିଲି। ଏଥର ପ୍ରଧାନମନ୍ତ୍ରୀଙ୍କ ବିକାଶର ଗ୍ୟାରେଣ୍ଟିକୁ ନେଇ ଲୋକଙ୍କୁ ପାଖକୁ ଯିବୁ ଏବଂ ରାଜଗାଙ୍ଗପୁର ବିଧାନସଭା ସହ ରାଜ୍ୟରେ ବିଜେପି ସରକାର ଗଢ଼ିବ ବୋଲି ଶ୍ରୀ ମିଞ୍ଜ କହିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ,  ଶ୍ରୀ ମିଞ୍ଜ ଗତ ୨୦୧୯ ସାଧାରଣ ନିର୍ବାଚନ ରେ ୫୨ ହଜାର 8୯୬ ଭୋଟ  ପାଇଥିଲେ । ସେ  ବିଜେଡିର ମଙ୍ଗଳା କିଷାନଙ୍କ  ଠାରୁ ମାତ୍ର ୯୬ ରେ ପଛରେ ଥିବା ବେଳେ ବିଜୟୀ ପ୍ରାର୍ଥୀ  କଂଗ୍ରେସର ଡ଼ଃ ସିଏସ ରାଜନ ଏକ୍କା ଠାରୁ ମାତ୍ର ୧ହଜାର ୨୨ଭୋଟ ରେ ପରାସ୍ତ ହୋଇଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.