ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

୭ ନେତାଙ୍କୁ ବିଦା କଲା ବିଜେପି, ଦଳ ବିରୋଧୀ କାର୍ଯ୍ୟ କରୁଥିବା ଅଭିଯୋଗ

ଭୁବନେଶ୍ୱର ୧୧/୦୫: ଦଳ ବିରୋଧୀ କାର୍ଯ୍ୟ କରିବା ପଡିଲା ମହଙ୍ଗା।  ୭ ନେତାଙ୍କୁ ବିଜେପିରୁ ବହିଷ୍କୃତ ।ଖୋର୍ଦ୍ଧାର କାଳୁ ଖଣ୍ଡାୟତରାୟ ,ବଡମ୍ବାର ବିଜୟ ଦଳବେହେରା, ସତ୍ୟବାଦୀର କାମାକ୍ଷା ପ୍ରଧାନ ,ଆନନ୍ଦପୁରର ଝାଁସୀରାଣୀ ଦାସ, କରଞ୍ଜିଆର ଯୁଗଳ କିଶୋର ନାୟକ, ଆଠଗଡର ଡା. ହରିଶ୍ ସାହୁ, ଜୟଦେବ ନିର୍ବାଚନ ମଣ୍ଡଳୀର ସତ୍ୟପ୍ରିୟ ବେହେରାଙ୍କୁ ବହିଷ୍କୃତ କଲା ବିଜେପି। ଏନେଇ ଭାରତୀୟ ଜନତା ପାର୍ଟ ପକ୍ଷରୁ ସୂଚନା ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.