ପ୍ରମୂଖ ଖବର
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

କେନ୍ଦୁଝରରେ ବିଜେପିର ମୋହନ ମାଝୀ ବିଜୟୀ

ଭୁବନେଶ୍ବର,୪।୬ : କେନ୍ଦୁଝର ବିଧାନସଭା ଆସନରେ ବିଜେପିର ମୋହନ ଚରଣ ମାଝୀ ପୁଣି ଥରେ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦୀ ମିନା ମାଝୀଙ୍କୁ ୧୧ହଜାରରୁ ଉର୍ଦ୍ଧ୍ବ ଭୋଟରେ ପରାସ୍ତ କରିଛନ୍ତି। ମୋହନ ମାଝୀଙ୍କୁ ୮୭୮୧୫ ଖଣ୍ଡ ଭୋଟ ମିଳିଥିବା ବେଳେ ମୀନା ମାଝୀଙ୍କୁ ୭୬୨୩୮ ଖଣ୍ଡ ଭୋଟ ମିଳିଛି।  କଂଗ୍ରେସର ପ୍ରତିଭା ମଞ୍ଜରୀ ନାୟକ ୧୧୯୦୪ ଖଣ୍ଡ ଭୋଟ ପାଇଛନ୍ତି। ୨୦୧୯ରେ ମୋହନ ମାଝୀ ଏଠାରୁ ବିଜୟୀ ହୋଇଥିଲେ।  ଚଳିତ  ନିର୍ବାଚନରେ  ଜନସାଧାରଣ ତାଙ୍କ ଉପରେ  ପୁଣି ଭରସା କରିଛନ୍ତି।  

ଆହୁରି ପଢନ୍ତୁ : ଆଠଗଡରେ ଗଡ ରଖିଲେ ମନ୍ତ୍ରୀ ରଣେନ୍ଦ୍ର ସ୍ବାଇଁ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.