ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

ନୂଆଦିଲ୍ଲୀ, ୨୬/୦୬: ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ। ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟପତି ଦୌପଦୀ ମୁର୍ମୁ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ନୂଆ ବାଚସ୍ପତି ନିର୍ବାଚିତ ହେବା ଯାଏଁ ଗୃହର ଦାୟିତ୍ୱ ତୁଲାଇବେ ଭର୍ତ୍ତୃହରି । ସେ ୬ ଥର ବିଜେଡି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଥିବା ବେଳେ ଏଥର ବିଜେପି ଟିକେଟରେ ନିର୍ବାଚିତ ହୋଇଛନ୍ତି।




ଆଜିଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି । ଏହା ଜୁଲାଇ ୩ ତାରିଖ  ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି । ଏହି ୧୦ ଦିନିଆ ଅଧିବେଶନରେ  ୮ଟି କାର୍ଯ୍ୟ ଦିବସ ରହିଛି  ପ୍ରଥମ ଦୁଇ  ଦିନ ଅର୍ଥାତ ୨୪ ଓ ୨୫ ତାରିଖରେ ନବ ନିର୍ବାଚିତ ସାଂସଦ ଶପଥ ଗ୍ରହଣ କରିବେ। ଆସନ୍ତା ୨୬ ତାରିଖରେ ନୂଆ ଲୋକସଭାର ବାଚସ୍ପତି ନିର୍ବାଚନ ହେବ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.