ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳଗିରରୁ ଲଢ଼ିବେ ସନ୍ତୋଷ ଖଟୁଆ

ଭୁବନେଶ୍ୱର ୦୩/୦୫: ଭାରତୀୟ ଜନତା ପାର୍ଟିର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା। ୨୦୨୪ ମହାଲଢ଼େଇ ପାଇଁ ନୀଳଗିରି ବିଧାନସଭା ପ୍ରାର୍ଥୀ ପାଇଁ ସନ୍ତୋଷ ଖଟୁଆ ନା ଘୋଷଣା କରାଯାଇଛି। ଗୁରୁବାର ଟିକେଟରୁ ନମିଳିବାରୁ ବିଜେଡିରୁ ଇସ୍ତଫା ଦେଇଥିଲେ ସୁକାନ୍ତ ନାୟକ।

ଗୁରୁବାର ବିଜେପି ୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା।ବାରବାଟୀ-କଟକରୁ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଘସିପୁରାରୁ  ଡ.ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ  ପାତ୍ର, ଭଣ୍ଡାରିପୋଖରୀରୁ ସୁଧାଂଶୁ ନାୟକ,ବରୀରୁ ଉମେଶ ଜେନା ଓ ବେଗୁନିଆ ଆସନରୁ ପ୍ରକାଶ  ରଣବିଜୁଳିଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା

ବିଜେଡ଼ିର ଶେଷ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା

  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.