ପ୍ରମୁଖ ଖବର
  • ପୁରୀ : ଶ୍ରୀମନ୍ଦିର ହୁଣ୍ଡିରୁ ମିଳିଲା ୧ କେଜି ସୁନା, ବଜାର ମୂଲ୍ୟ ୭୦ଲକ୍ଷରୁ ଅଧିକ
  • ||
  • ଭୁବନେଶ୍ଵର : ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ବାଲେଶ୍ଵର, ବାରିପଦା, ଓ କେନ୍ଦ୍ରାପଡ଼ାରେ କରିବେ ପ୍ରଚାର
  • ||
  • ଭୁବନେଶ୍ଵର : କଂଗ୍ରେସ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଆସୁଛନ୍ତି ଖଡଗେ, ଆସନ୍ତାକାଲି ସିମୁଳିଆରେ ରାହୁଲଙ୍କ ସମାବେଶ
  • ||
  • ଫେରିଲା ଗ୍ରୀଷ୍ମ ପ୍ରବାହ, ୩୧ ଯାଏଁ ତାପମାତ୍ରା ୨ ରୁ ୪ ଡିଗ୍ରୀ ବଢିବ, ଗୁଳୁଗୁଳି ସାଙ୍ଗକୁ କଲବଲ କରିବ ତାତି
  • ||

ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳଗିରରୁ ଲଢ଼ିବେ ସନ୍ତୋଷ ଖଟୁଆ

ଭୁବନେଶ୍ୱର ୦୩/୦୫: ଭାରତୀୟ ଜନତା ପାର୍ଟିର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା। ୨୦୨୪ ମହାଲଢ଼େଇ ପାଇଁ ନୀଳଗିରି ବିଧାନସଭା ପ୍ରାର୍ଥୀ ପାଇଁ ସନ୍ତୋଷ ଖଟୁଆ ନା ଘୋଷଣା କରାଯାଇଛି। ଗୁରୁବାର ଟିକେଟରୁ ନମିଳିବାରୁ ବିଜେଡିରୁ ଇସ୍ତଫା ଦେଇଥିଲେ ସୁକାନ୍ତ ନାୟକ।

ଗୁରୁବାର ବିଜେପି ୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା।ବାରବାଟୀ-କଟକରୁ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଘସିପୁରାରୁ  ଡ.ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ  ପାତ୍ର, ଭଣ୍ଡାରିପୋଖରୀରୁ ସୁଧାଂଶୁ ନାୟକ,ବରୀରୁ ଉମେଶ ଜେନା ଓ ବେଗୁନିଆ ଆସନରୁ ପ୍ରକାଶ  ରଣବିଜୁଳିଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା

ବିଜେଡ଼ିର ଶେଷ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା

  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.