ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ରାଷ୍ଟ୍ରପତିଙ୍କୁ ଅପମାନ କରିବା ପ୍ରତିବାଦରେ ବିଜେପିର ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ

Published By : Gurupada Nath | January 31, 2025 11:16 PM

ନୀଳଗିରି,୩୧/୧ : ସୋନିଆ ଗାନ୍ଧି ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ଦେଇଥିବା ଅପମାନ ଜନକ ବକ୍ତବ୍ୟ ପ୍ରତିବାଦରେ ଆଜି ନୀଳଗିରି ବିଜେପି ପକ୍ଷରୁ ରାତିରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ କୁଶ ପୁତ୍ତଳିକା ଦାହ କରାଯାଇଛି । ରାଷ୍ଟ୍ରପତି ବଜେଟ ଅଧିବେଶନରେ ବକ୍ତବ୍ୟ ରଖିଥିଲେ । ଏହାପରେ ସୋନିଆ ଗାନ୍ଧୀ ତାଙ୍କ ଉଦ୍ଦେଶ୍ୟରେ କିଛି କହିବା ପରେ ବିଜେପି ଏହାକୁ ସହଜରେ ଗ୍ରହଣ କରି ନାହିଁ।

ସାରା ଦେଶରେ ଏହାର ପ୍ରତିବାଦ କରିଛି ବିଜେପି। ଅନୁରୂପ ଭାବେ ଆବି ନୀଳଗିରି ବିଜେପି ତରଫରୁ ସ୍ଥାନୀୟ ବିଧାୟକ ସନ୍ତୋଷ ଖଟୁଆଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ସୋନିଆ ଗାନ୍ଧୀଙ୍କ ବିରୁଦ୍ଧରେ ନାରା ଦେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏପରିକି ସୋନିଆ ଗାନ୍ଧୀଙ୍କ କୁଶ ପୁତ୍ତଳିକା ଦାହ କାରିଥିଲେ । ଏଥିରେ ସାଂସଦଙ୍କ ବ୍ୟକ୍ତିଗତ ସହାୟକ ଚନ୍ଦ୍ରବିନ୍ଦୁ ଦାସ, ଏନଏସି ଚେୟାରମ୍ୟାନ ମହେନ୍ଦ୍ରନାଥ ବେହେରା, ବିଜେପି କର୍ମୀ କରୁଣାକର ପଣ୍ଡା, ସମରଶଙ୍କର କାନୁନଗୋ, ସୂର୍ଯ୍ୟକାନ୍ତ ବିଶ୍ୱାଳ, ପ୍ରଫୁଲ ଦଳେଇଙ୍କ ସମେତ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.