ଭୁବନେଶ୍ବର,୪।୪ ବିଜେପିର ମୁଖପାତ୍ର ସୋନାଲି ସାହୁ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇନ୍ତଫାପତ୍ର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଛନ୍ତି। ସେ ପୂର୍ବରୁ କଂଗ୍ରେସର ମୁଖପାତ୍ର ଥିଲେ। କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇ ଦଳର ମୁଖପାତ୍ର ଦାୟିତ୍ବ ତୁଲାଉଥିଲେ।
![Arvind Kejriwal](https://odia.prameya.com/prameya/document/compress/2/comp_2_153_1721980126281.webp)
ଜେଲ୍ରେ ବିଗୁଡ଼ୁଛି ଅରବିନ୍ଦ କେଜ୍ରିଓ୍ବାଲଙ୍କ ସ୍ବାସ...