ପ୍ରମୁଖ ଖବର
  • ହିଞ୍ଜିଳି : ହିଞ୍ଜିଳିରୁ ଶଙ୍ଖନାଦ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆରମ୍ଭ ହେଲା ବିଜେଡିର ବିଜୟ ଯାତ୍ରା
  • ||
  • ଭୁବନେଶ୍ୱର : ମସଲା ବ୍ୟାନ୍‌ ପ୍ରସଙ୍ଗ: ମସଲା ବ୍ୟାନ୍‌ର ମୂଳ କାରଣକୁ ଚିହ୍ନଟ କରାଯିବ
  • ||
  • ଭୁବନେଶ୍ୱର : ନକଲି ପୁଲିସ୍‌, ସିବିଆଇ ଅଧିକାରୀ କହି ଲୁଟୁଥିଲେ; ଇରାନୀ ମୁସଲିମ୍‌ ଗ୍ୟାଙ୍ଗ୍‌ର ୭ ଗିରଫ
  • ||
  • ଭୁବନେଶ୍ୱର : ଲିଭୁନି ଚନ୍ଦକା ନିଅ, ୧୨ ଘଣ୍ଟା ନାକେଦମ୍‌ ବନ କର୍ମଚାରୀ
  • ||
  • ଫୁଲବାଣୀ : ବାରହା ଆକ୍ରମଣରେ ମହିଳା ମୃତ
  • ||
  • ମାଲକାନଗିରି ଜିଲ୍ଲାରୁ ନଗଦ ୩୦ ଲକ୍ଷ ଜବତ, ୨ ଗିରଫ
  • ||
  • ଭୁବନେଶ୍ଵର : ମେ ୧ରେ ୪୮ ଡିଗ୍ରୀ ଛୁଇଁବ, ଆହୁରି ୬ ଡିଗ୍ରୀ ବଢ଼ିଯିବ ତାତି
  • ||

ବିଜେପି ମୁଖପାତ୍ର ସୋନାଲି ସାହୁ ଦେଲେ ଇସ୍ତଫା

ଭୁବନେଶ୍ବର,୪।୪ ବିଜେପିର ମୁଖପାତ୍ର ସୋନାଲି ସାହୁ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ‌ସେ ନିଜର ଇନ୍ତଫାପତ୍ର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଛନ୍ତି। ସେ ପୂର୍ବରୁ କଂଗ୍ରେସର ମୁଖପାତ୍ର ଥିଲେ। କଂଗ୍ରେସ ଛାଡି  ବିଜେପିରେ ଯୋଗ ଦେଇ ଦଳର ମୁଖପାତ୍ର ଦାୟିତ୍ବ ତୁଲାଉଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.