ପ୍ରମୁଖ ଖବର
  • ଲୋକସେବା ଭବନ ଘେରିବ କଂଗ୍ରେସ, ବିଶାଳ ଶୋଭାଯାତ୍ରାରେ ସାମିଲ ହେବେ ହଜାର ହଜାର କଂଗ୍ରେସ କର୍ମୀ
  • ||
  • ଆଜି ଓଡ଼ିଶାର ୨୧ ଅମୃତ ଭାରତ ରେଳ ଷ୍ଟେସନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
  • ||
  • ଗର୍ଭବତୀଙ୍କ ପେଟକୁ ନର୍ସ ଖୁନ୍ଦା ମାରିଥିବା ଅଭିଯୋଗ, ଚାଲିଗଲା ମା ଓ ଛୁଆଙ୍କ ଜୀବନ
  • ||
  • ଓଡ଼ିଶା ଗଞ୍ଜେଇ ଚକୋଲେଟ୍‌ରେ ଝୁମୁଛି ହାଇଦ୍ରାବାଦ: ବାଲେଶ୍ୱରରେ ତିଆରି, ଦାଦନଙ୍କ ମାଧ୍ୟମରେ ହେଉଛି ଚାଲାଣ
  • ||
  • ଓସ୍ତପୁର ହଳଦିଢ଼ିଅ ନିକଟ ଗଛକୁ ପିଟିଲା ବୋଲେରୋ: ୩ ମୃତ, ୪ ଗୁରୁତର
  • ||
  • ଆଜି ୫-ଟି ଅଧ୍ୟକ୍ଷଙ୍କ ଅନୁଗୁଳ ଗସ୍ତ, ଛାତ୍ରବୃତ୍ତି ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ରାଜ୍ୟରେ ଆହୁରି ତିନି ଦିନ ବର୍ଷା: ଉପକୂଳରେ ଅଧିକ ବର୍ଷିବା ସମ୍ଭାବନା, ୨୮ ଯାଏ କୋହଲା ପାଗ
  • ||

ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଶ୍ଵନାଥ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପାଇଁ ସାଂସଦଙ୍କୁ ବାରଣ, ପ୍ରତିବାଦରେ ବିଜେପିର ଧାରଣା

ବ୍ରହ୍ମପୁର, ୨୭।୧୧: ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଶ୍ଵନାଥ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପାଇଁ ବାରଣ କରିଥିବା ଅଭିଯୋଗ ହୋଇଛି । ଏହାର ପ୍ରତିବାଦରେ ଗଞ୍ଜାମ ଜିଲ୍ଲାର ବିଜେପି କାର୍ଯ୍ୟକର୍ତ୍ତା ଗେଷ୍ଟ ହାଉସ ସାମ୍ନାରେ ଧାରଣା ଦେଇଛି । 

ସୋମବାର ସାଂସଦ ଷଡ଼ଙ୍ଗୀ ଗଞ୍ଜାମ ଗସ୍ତରେ ଆସିଛନ୍ତି । ପୂର୍ବାହ୍ନରେ ବ୍ରହ୍ମପୁର ଦେଇ ଯିବାବେଳେ ଗେଷ୍ଟ ହାଉସସ୍ଥିତ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଶ୍ଵନାଥ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଦେବା ପାଇଁ ଯାଇଥିଲେ । ମାତ୍ର, ସେଠାରେ ତାଙ୍କୁ ବାରଣ କରାଯାଇଥିବା ବିଜେପି ଅଭିଯୋଗ କରିଛି । ଏହାର ପ୍ରତିବାଦରେ ଗଞ୍ଜାମ ଜିଲ୍ଲାର ବିଜେପି କାର୍ଯ୍ୟକର୍ତ୍ତା ଗେଷ୍ଟ ହାଉସ ସମ୍ମୁଖରେ ଧାରଣା ଦେଇଛନ୍ତି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.