ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଶ୍ଵନାଥ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପାଇଁ ସାଂସଦଙ୍କୁ ବାରଣ, ପ୍ରତିବାଦରେ ବିଜେପିର ଧାରଣା

ବ୍ରହ୍ମପୁର, ୨୭।୧୧: ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଶ୍ଵନାଥ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପାଇଁ ବାରଣ କରିଥିବା ଅଭିଯୋଗ ହୋଇଛି । ଏହାର ପ୍ରତିବାଦରେ ଗଞ୍ଜାମ ଜିଲ୍ଲାର ବିଜେପି କାର୍ଯ୍ୟକର୍ତ୍ତା ଗେଷ୍ଟ ହାଉସ ସାମ୍ନାରେ ଧାରଣା ଦେଇଛି । 

ସୋମବାର ସାଂସଦ ଷଡ଼ଙ୍ଗୀ ଗଞ୍ଜାମ ଗସ୍ତରେ ଆସିଛନ୍ତି । ପୂର୍ବାହ୍ନରେ ବ୍ରହ୍ମପୁର ଦେଇ ଯିବାବେଳେ ଗେଷ୍ଟ ହାଉସସ୍ଥିତ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଶ୍ଵନାଥ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଦେବା ପାଇଁ ଯାଇଥିଲେ । ମାତ୍ର, ସେଠାରେ ତାଙ୍କୁ ବାରଣ କରାଯାଇଥିବା ବିଜେପି ଅଭିଯୋଗ କରିଛି । ଏହାର ପ୍ରତିବାଦରେ ଗଞ୍ଜାମ ଜିଲ୍ଲାର ବିଜେପି କାର୍ଯ୍ୟକର୍ତ୍ତା ଗେଷ୍ଟ ହାଉସ ସମ୍ମୁଖରେ ଧାରଣା ଦେଇଛନ୍ତି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.