ପ୍ରମୂଖ ଖବର
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ରଥଯାତ୍ରା ନୀତି ନିର୍ଘଣ୍ଟ ଉପରେ ବାଜିଲା ମୋହର
  • ||
  • ବାଂଲାଦେଶକକୁ ୮ରନ୍‌ରେ ପରାସ୍ତ କଲା ଆଫଗାନିସ୍ତାନ, ସେମିରେ ଦକ୍ଷିଣ ଆଫ୍ରିକାକୁ ଭେଟିବ
  • ||
  • ଶୌଚ ପାଇଁ ଯାଇଥିବା ବେଳେ ମହିଳାଙ୍କୁ ଦଂଶନ କଲା ସାପ, ଚାଲିଗଲା ଜୀବନ
  • ||
  • ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ହାର୍ଡକୋର ମାଓବାଦୀ ନିହତ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ: ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ମଧ୍ୟାହ୍ନ ୧୨ଟାରେ ସୁଦ୍ଧା ନାମାଙ୍କନ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ,ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ୧୨ଟାରେ ନାମାଙ୍କନ
  • ||
  • ରାଜ୍ୟରେ ଜୁଲାଇ ୧୫ ଯାଏ ନିଅଣ୍ଟିଆ ବର୍ଷା: ଦୁର୍ବଳ ହେବ ଘୂର୍ଣ୍ଣିବଳୟ, ସକ୍ରିୟ ହେଉନି ମୌସୁମୀ
  • ||

କଣ୍ଟାମାଳରେ ବିଜେପିର ବାଜିମାତ, କହ୍ନାଇ ବିଜୟୀ

ଭୁବନେଶ୍ବର, ୪।୬ : କଣ୍ଟାମାଳରେ ବିଜେପିର ବାଜିମାତ। ବିଜେପି ପ୍ରାର୍ଥୀ କହ୍ନାଇ ଚରଣ ଡଙ୍ଗ ବିଜେଡି ପ୍ରାର୍ଥୀ ଠାରୁ ବିଜୟୀ ହୋଇଛନ୍ତି। କହ୍ନାଇ ୬୮୩୫୬ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରାର୍ଥୀ ମହିନ୍ଦ୍ର ରଣା ୬୧୨୦୭ ଖଣ୍ଡ ଭୋଟ ପାଇଛନ୍ତି।  ୭୧୪୯ରୁ ଉର୍ଦ୍ଧ୍ବ ଭୋଟ ବ୍ୟବଧାନରେ କହ୍ନାଇ ବିଜୟୀ ହୋଇଛନ୍ତି।  ସେହିପରି କଂଗ୍ରେସ ପ୍ରାର୍ଥୀ  ସରୋଜ କୁମାର ପ୍ରଧାନ ୭୬୯୪ ଭୋଟ  ପାଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.