ପ୍ରମୂଖ ଖବର
  • କୋରାପୁଟ : ଗଞ୍ଜେଇ ଚାଲାଣ କରୁଥିବା ବେଳେ ୨ ଛାତ୍ର ଗିରଫ, ୪୦ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ
  • ||
  • ନିମାପଡ଼ା : ସ୍କୁଟିକୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଗଞ୍ଜାମ : ୩୩ କେଭି ତାର ସହ ଏଲଟି ଲାଇନର ତ୍ରୁଟି ପୂର୍ଣ୍ଣ ସଂଯୋଗ, ଜଳିଗଲା ୮ରୁ ଉର୍ଦ୍ଧ୍ୱ ଘରର ବିତ୍ୟୁତ ସରଞ୍ଜାମ
  • ||
  • ପୁରୀ : ଶହୀଦ ଜୟୀ ରାଜଗୁରୁଙ୍କ ଶ୍ରାଦ୍ଧ ଦିବସ ପାଳିତ
  • ||
  • ପୁରୀରେ ପୋଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର
  • ||
  • ପୁରୀ : କୁମ୍ଭକାର ଶାଳରେ କୁରାଳ ପଞ୍ଚମୀ ପୂଜାର୍ଚ୍ଚନା
  • ||
  • ସଂସଦରେ ବିରୋଧୀଙ୍କ ହଙ୍ଗାମା, ଅପରାହ୍ନ ୧୨ଟା ଯାଏ ଲୋକସଭା ମୁଲତବୀ
  • ||
  • 'ମୁଁ ରାଜ୍ୟସଭା ରେସ୍‌ରେ ଆଦୌ ନାହିଁ, ଏ ଚର୍ଚ୍ଚା କପୋଳକଳ୍ପିତ'...
  • ||
  • ଚଣ୍ଡିଖୋଲ : ଦୋକାନ ଉପରେ ମାଡ଼ି ଗଲା ଟ୍ରକ୍‌, ୨ ଆହତ
  • ||
  • ଝାରସୁଗୁଡ଼ା : ବାପାକୁ ଚାପୁଡ଼ା ମାରିବାରୁ ଯୁବକଙ୍କୁ ପିଟି ପିଟି ମାରିଦେଲା ପୁଅ, ୨ ଅଟକ
  • ||
  • ସମ୍ବଲପୁର: ଭିଜିଲାନ୍ସ ଜାଲରେ ଏସିଏଫ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ରେଡ୍
  • ||
  • ଘନ କୁହୁଡି ବଳୟରେ ସୂର୍ଯ୍ୟ ମନ୍ଦିର, କାରୁକାର୍ଯ୍ୟ ଦେଖିବାରୁ ପର୍ଯ୍ୟଟକ ବଞ୍ଚିତ
  • ||
  • ବାରଙ୍ଗ ପୁଅ ବୋହୂ ପୋଡ଼ି ଘଟଣା: ୫ ଦିନ ଜୀବନ ମରଣ ସହ ସଙ୍ଘର୍ଷ ପରେ ଆଖି ବୁଜିଲା ପୁଅ
  • ||
  • ପୁରୀ: ଶନିବାର ଶ୍ରୀମନ୍ଦିରରେ ଓଢ଼ଣ ଷଷ୍ଠୀ: ଘୋଡ଼ ପ୍ରସ୍ତୁତି ଶେଷ, ଆଜି ଅଧିବାସ ନୀତି
  • ||
  • ଶିମିଳିପାଳରୁ ଶିକାରୀଙ୍କୁ ଧରିଲା ଟ୍ରାପ୍ କ୍ୟାମେରା, ୨ ଅଭିଯୁକ୍ତ ଗିରଫ
  • ||
  • ସୁବର୍ଣ୍ଣପୁର ଜିଲ୍ଲାରେ ପୁଣି ଫେରିଛି ଶୀତ, ନିଆଁ ଜାଳି ଥଣ୍ଡାରୁ ରକ୍ଷା ପାଉଛନ୍ତି ଲୋକେ
  • ||
  • ବଡ଼ଧରଣର ଭୂକମ୍ପରେ ଥରିଲା ଉତ୍ତର କାଲିଫର୍ଣ୍ଣିଆ, ରିକ୍ଟର ସ୍କେଲରେ ତୀବ୍ରତା ୭.୦, ସୁନାମୀ ଆଲର୍ଟ
  • ||
  • ଆସନ୍ତା ୧୧ ଯାଏ ରାଜ୍ୟରେ ଶୀତ କମ୍‌,୧୨ରୁ ସାମାନ୍ୟ ବଢ଼ିବ ଜାଡ଼: ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ଆଶଙ୍କା
  • ||

ବ୍ଲକସ୍ତରୀୟ ବିଜ୍ଞାନ ମେଳା , ୧୦୫ ପ୍ରକଳ୍ପ ପ୍ରଦର୍ଶିତ

ଚନ୍ଦାହାଣ୍ଡି, ୧୮।୧୧ : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଅଧିନସ୍ଥ ମା‘ ଖମ୍ବେଶ୍ବରୀ ଉଚ୍ଚ ବିଦ୍ୟାଳୟ, ଖଇରଭାଡି ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ  ମୁଖ୍ୟ ଅତିଥି ଭାବେ  ବ୍ଲକ ଅଧ୍ୟକ୍ଷା ସୁମିତ୍ରା ପୂଜାରୀ ଯୋଗ ଦେଇ ସମସ୍ତ ପ୍ରକଳ୍ପ ଗୁଡିକୁ ଦେଖିବା ସହ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥଲେ। ସେହିପରି ଚଳିତ ବର୍ଷ ବିଜ୍ଞାନ ମେଳାରେ ଚନ୍ଦାହାଣ୍ଡି ବ୍ଲକର ବିଭିନ୍ନ ବିଦ୍ୟାଳୟରୁ   ୧୦୫ ଗୋଟି ପ୍ରକଳ୍ପ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପଦର୍ଶନ କରାଯାଇଥିଲା। 

 ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଜୟାନନ୍ଦ ସୋରିଙ୍କ ସଭାପତିତ୍ୱ ରେ ଆୟୋଜିତ ପୁରଷ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ   ବିଧାୟକ ଙ୍କ ବ୍ଲକ ପ୍ରତିନିଧି ପ୍ରତାପ ଚନ୍ଦ୍ର ବାଘ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅବସର ପ୍ରାପ୍ତ ଏବିଇଓ ନୀଳକଣ୍ଠ ଦାଶ , ସମ୍ମାନୀତ ଅତିଥି ଭାବେ ସମାଜସେବୀ ଗୋବିନ୍ଦ ଜୈନ , ଭରତ ବାଘ ,  ସରପଞ୍ଚ  ପୂଜାରୀ , ସମିତି ସଭ୍ୟା ଗୌରୀ ନେଙ୍ଗୀ , ଏବିଇଓ ପ୍ରେମଚାନ୍ଦ ସିଂ ଧୂରୁଆ,ପ୍ରଧାନ  ଶିକ୍ଷକ ନିରଞ୍ଜନ ଚକ୍ରବର୍ତ୍ତୀ ଶରତ ମାଝୀ  , ଶ୍ୟାମ ସୁନ୍ଦର ମାଝୀ, ପଡୁଲୋଚନ ସାହୁ, ଅମିତ ଖମାରୀ, ବିଶ୍ୱରଂଜନ ପଣ୍ଡା, ତ୍ରିପତି ଦଳେଇ, ପ୍ରଦୀପ ପାଢ଼ୀ, ଝୁମୁକଲାଲ ସାହୁ, ଚିତୃ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ।  ନବରଙ୍ଗପୁର ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ପାଇଁ ୬ ଟି ପ୍ରକଳ୍ପ ମନୋନୀତ ହୋଇଥିଲା ।  କୃତୀ ପ୍ରତିଯୋଗିଙ୍କୁ ପୁରସ୍କୃତ କରାଯାଇଥିଲା। 

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଘ୍ନେଶ୍ୱର ଆଚରି,ରବୀନ୍ଦ୍ର ନାୟକ, ଡିଙ୍ଗର ଜଗତ, ବୀରବର ପଣ୍ଡା, କୁମୁଦ ବାଘ,ସନ୍ତୋଷ ଖମାରୀ , ମନୋହର ଜଗତ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ କୁ କୈବଲ୍ୟ ସାହୁ ଏବଂ ରାଜେଶ୍ୱର ଦଣ୍ଡସେନା ପରିଚାଳନା କରିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.