ପ୍ରମୂଖ ଖବର
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଶ୍ରୀମନ୍ଦିରରେ ପଡିଲା ରକ୍ତଛିଟା, ମହାସ୍ନାନ କରିଲେ ମହାପ୍ରଭୁ

Published By : Harapriya Sethi | October 12, 2024 2:11 PM

ପୁରୀ,୧୨/୧୦:  ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ମହାସ୍ନାନ । ରକ୍ତଛିଟା ପଡ଼ିଥିବାରୁ କରାଗଲା ମହାସ୍ନାନ । ମହାସ୍ନାନ ଯୋଗୁ ବନ୍ଦ ରହିଛି ସର୍ବସାଧାରଣ ଦର୍ଶନ । ଦର୍ଶନ ପ୍ରାୟ ୨ଟା ପରେ ସ୍ବାଭାବିକ ହେବ । ଭକ୍ତମାନେ ଧର୍ଯ୍ୟର ସହ ଅପେକ୍ଷା କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ ।

ସୂଚନା ମୁତାବକ, ରକ୍ତଛିଟା ପଡ଼ି ପଡିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ମହାସ୍ନାନ ସମ୍ପର୍ଣ୍ଣ ହେଲା । ଏହି କାରଣରୁ ମହାସ୍ନାନ ସମୟରେ ସର୍ବସାଧାରଣଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଥିଲା । ଅପରାହ୍ଣ ୨ ଟା ପରେ ଦର୍ଶନ ଦର୍ଶନ ସ୍ବାଭାବିକ ହେବ ବୋଲି ସୂଚନା ମିଳିଛି । ତେଣୁ ଭକ୍ତମାନଙ୍କୁ ଧର୍ଯ୍ୟର ସହ ଅପେକ୍ଷା କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.