PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏବେ ପାକିସ୍ତାନର ଦୁର୍ବଳ ଅର୍ଥନୀତିକୁ ବଞ୍ଚାଇବେ ଗଧ ଓ କୁକୁର ! ଚୀନ୍‌କୁ ଯୋଗାଇବାକୁ ଶହବାଜ୍ ସରକାରଙ୍କ ପ୍ରସ୍ତୁତି…
  • ||
  • ଦିଲ୍ଲୀ ସିଂହାସନ ଉପରେ କେସିଆର୍‌ଙ୍କ ଆଖି; ନିଜ ଆଂଚଳିକ ଦଳକୁ ଭାଙ୍ଗି ଗଢିଲେ ଜାତୀୟ ଦଳ, TRS ବଦଳରେ ରଖିଲେ BRS…
  • ||
  • ସମ୍ଵଲପୁର : ବଙ୍ଗାଲିପଡାରେ ଧୁମଧାମ୍‌ରେ ଚାଲିଛି ମାଆଙ୍କ ସିନ୍ଦୂର ଖେଳ ପର୍ବ, ସ୍ୱାମୀଙ୍କ ଦୀର୍ଘାୟୁ କାମନା କରୁଛନ୍ତି ସଧବା
  • ||
  • ଭୁବନେଶ୍ଵର : ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା, ୧୦ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • ପୁରୀ : ଶ୍ରୀମନ୍ଦିରରେ ପାଳନ ହେଉଛି ଦଶହରା, ରାଜରାଜଶ୍ୱେର ବେଶରେ ସୁସଜ୍ଜିତ ହେବେ ମହାପ୍ରଭୁ
  • ||
  • ହରଭଙ୍ଗା : ବିଦ୍ୟୁତ୍ ଆଘାତରେ ଗୋଟିଏ ପରିବାରର ୩ ସଦସ୍ୟ ମୃତ
  • ||
  • ବିଜୟାଦଶମୀ ଅବସରରେ ମୋହନ ଭାଗବତଙ୍କ ଚେତାବନୀ : ‘ଦେଶର ଜନସଂଖ୍ୟା ଅସନ୍ତୁଳିତ ହେଲେ ବିଗିଡ଼ିବ ଭୌଗୋଳିକ ରୂପରେଖ’
  • ||
  • ଯାଜପୁର : ଚୋରକୁ କାବୁ କରି ଉତ୍ତମ ମଧ୍ୟମ ଦେଲେ ଗ୍ରାମବାସୀ, ଭିଡିଓ ଭାଇରାଲ୍
  • ||

ପାରାଦୀପ ସମୁଦ୍ର ଭିତରେ ବୁଡିଲା ମାଛଧରା ଟ୍ରଲର, ଅଳ୍ପକେ ବର୍ତ୍ତିଲେ ୬ ମତ୍ସ୍ୟଜୀବୀ

ପାରାଦୀପ ୫।୧୧: ଜଗତସିଂହପୁର ଜିଲ୍ଲାର ପାରାଦୀପ ସମୁଦ୍ରରେ ଏକ ମାଛ ଧରା ଟ୍ରଲର ବୁଡ଼ିଯାଇଥିବାର ଖବର ମିଳିଛି। ଫଳରେ ପାଣିରେ ପଡ଼ିଯାଇଥିଲେ ୬ ମତ୍ସ୍ୟଜୀବୀ। ତେବେ କିଛି ସମୟ ଭିତରେ ୬ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଥିଲା ।

ସୂଚନାଯୋଗ୍ୟ ଯେ, ‘ବ୍ଲାକରୋଜ’ ଜାହାଜରେ ପିଟି ହୋଇ ଟ୍ରଲର ବୁଡ଼ିଥିବା ଜାଣିବାକୁ ମିଳିଛି। ନେହରୁ ବଙ୍ଗଳା ମାଛଧରା ବନ୍ଦରକୁ ଫେରୁଥିବା ବେଳେ ‘ବ୍ଲାକରୋଜ’ ନାମକ ଏକ ଜାହାଜକୁ ମାଛଧରା ଡଙ୍ଗା ଶକ୍ତ ଧକ୍କା ଦେବାରୁ ଏଭଳି ଦୁର୍ଘଟଣା ଘଟିଥିଲା। ଫଳରେ ସ୍ଥାନୀୟ ମତ୍ସ୍ୟଜୀବୀ ମାନଙ୍କ ଦ୍ବାରା ୬ ଜଣ ମତ୍ସ୍ୟଜୀବୀ ଓ ଟ୍ରଲର ଉଦ୍ଧାର କରାଯାଇଛି।