ପ୍ରମୂଖ ଖବର
  • ଫାଷ୍ଟ ପାସେଞ୍ଜର ଟ୍ରେନ୍‌ରେ ନିଆଁ
  • ||
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ଗଞ୍ଜାମ, ୧୦।୧୨: ଯୁବକଙ୍କ ମୃତଦେହ ଉଦ୍ଧାର । ବଡ଼ଗଡ଼ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଶାସନର ମୃତଦେହ ଚୂନନାଳଠାରୁ ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି । ମୃତ ଯୁବକ ଜଣକ ୩୫ ବର୍ଷୀୟ ନିଲୁ ବିଷୋଇ ବୋଲି ସୂଚନା । 

ମୃତକଙ୍କ ବେକରେ ରକ୍ତ ଚିହ୍ନ ରହିଛି । ପ୍ରତାପୁର ନିକଟ ଚୂନନାଳ ଦେଇ ବହିଯାଉଥିବା ପାଣିରେ କଡ଼େଇ ହୋଇ ନୀଲୁଙ୍କ ମରଶରୀର ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ସେ ଗତକାଲି ସନ୍ଧ୍ୟାରେ କେଉଁଆଡ଼େ ଯାଇଥିବା ବେଳେ ରାତିରେ ଆଉ ଘରକୁ ଫେରିନଥିଲେ । ସକାଳୁ ତାଙ୍କ ମୃତଦେହ ପଡ଼ିରହିଥିବା ଦେଖିବାକୁ ମିଳିଥିଲା । ତାଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ବରଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ତଦନ୍ତ ଚଳାଇଛି । ମୃତ ନିଲୁଙ୍କ ସ୍ତ୍ରୀ, ପୁଅ ଓ ୨ ଝିଅ ଥିବା ସୂଚନା । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.