ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଖେଳ ପଡ଼ିଆ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବଡ଼ବିଲ, ୧୧।୨: ବଡ଼ବିଲ ପିଏଚଡି ଖେଳ ପଡ଼ିଆ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତକ ୮ ନଂ ୱାର୍ଡର ସୁରଜ ରାମ୍ ବୋଲି ଜଣାପଡ଼ିଛି । ଗତକାଲି ସନ୍ଧ୍ୟାରେ କିଛି ଲୋକ ମୃତଦେହ   ପଡ଼ିଥିବାର ଦେଖି ବଡ଼ବିଲ ପୋଲିସକୁ ସୂଚନା ଦେଇଥିଲେ ।  ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସାଇଣ୍ଟଫିକ୍ ଟିମ୍ ସହାୟତାରେ ତଦନ୍ତ ଆରମ୍ଭ କରିଥିଲା । ପରେ ମୃତ ଶରୀରକୁ ବ୍ୟବଚ୍ଛେଦ ପାଇଁ ବଡ଼ବିଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇ ଦିଆଯାଇଛି । 

ତେବେ ଯୁବକଙ୍କ ମୃତ୍ୟୁ କିପରି ହେଲା ସେନେଇ କିଛି ସ୍ପଷ୍ଟ ହୋଇନାହିଁ । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁ ପଛର ପ୍ରକୃତ କାରଣ ଜଣାପଡ଼ିବ ବୋଲି ବଡ଼ବିଲ ପୋଲିସ୍ କହିଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.