ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ଖେଳ ପଡ଼ିଆ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବଡ଼ବିଲ, ୧୧।୨: ବଡ଼ବିଲ ପିଏଚଡି ଖେଳ ପଡ଼ିଆ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତକ ୮ ନଂ ୱାର୍ଡର ସୁରଜ ରାମ୍ ବୋଲି ଜଣାପଡ଼ିଛି । ଗତକାଲି ସନ୍ଧ୍ୟାରେ କିଛି ଲୋକ ମୃତଦେହ   ପଡ଼ିଥିବାର ଦେଖି ବଡ଼ବିଲ ପୋଲିସକୁ ସୂଚନା ଦେଇଥିଲେ ।  ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସାଇଣ୍ଟଫିକ୍ ଟିମ୍ ସହାୟତାରେ ତଦନ୍ତ ଆରମ୍ଭ କରିଥିଲା । ପରେ ମୃତ ଶରୀରକୁ ବ୍ୟବଚ୍ଛେଦ ପାଇଁ ବଡ଼ବିଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇ ଦିଆଯାଇଛି । 

ତେବେ ଯୁବକଙ୍କ ମୃତ୍ୟୁ କିପରି ହେଲା ସେନେଇ କିଛି ସ୍ପଷ୍ଟ ହୋଇନାହିଁ । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁ ପଛର ପ୍ରକୃତ କାରଣ ଜଣାପଡ଼ିବ ବୋଲି ବଡ଼ବିଲ ପୋଲିସ୍ କହିଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.