ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ସୋର ଓଲଦପୁର ଗାଁରୁ ଅଚିହ୍ନା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସୋର, ୭।୬: ଅଚିହ୍ନା ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିବା ସୂଚନା । ସିମୁଳିଆ ଥାନା ଅନ୍ତର୍ଗତ ଅଡ଼ା ପଞ୍ଚାୟତ ଓଲଦପୁର ଗ୍ରାମରେ ଥିବା ଏକ ଗ୍ରାମ୍ୟ ଜଙ୍ଗଲରେ ଥିବା ଏକ କଦମ୍ୱ ଗଛରେ ଜଣେ ଯୁବକ ବେକରେ ରସି ଲଗାଇଥିବା ଜଣାପଡ଼ିଛି । ଶୁକ୍ରବାର ଯୁବକଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖି ଗ୍ରାମବାସୀମାନେ ସିମୁଳିଆ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ନଥିବା ବେଳେ ଲୋକ ମାନଙ୍କର ଭିଡ଼ ଦେଖିବାକୁ ମିଳିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଯୁବକଙ୍କର ପରିଚୟ ମିଳିପାରିନାହିଁ । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.