ପ୍ରମୂଖ ଖବର
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କେଲୁଅ ନଦୀରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

Published By : Harapriya Sethi | October 19, 2024 1:37 PM

ବ୍ରହ୍ମବରଦା,୧୯/୧୦: ଶାଖା କେଲୁଅ ନଦୀରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର । ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅରାବଳ ପଞ୍ଚାୟତ ମୋହନପୁର ନିକଟରେ ଏଭଳି ଘଟଣା ଦେଖିବାକୁ ମିଳିଛି ।

ସୂଚନା ମୁତାବକ, ଶୁକ୍ରବାର ଜଣେ ଅଚିହ୍ନା ଯୁବକର ମୃତଦେହ ନଦୀରେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ଏନେଇ ପୋଲିସକୁ ଖବର ଦେଇଥିଲେ । ଖବର ପାଇ କୋତପୁର ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହକୁ ଜବତ କରିଛି । ମୃତ ଯୁବକ ଏକ କଳା ରଙ୍ଗର ପ୍ୟାଣ୍ଟ, ହଳଦିଆ ରଙ୍ଗର ଗଞ୍ଜି ପିନ୍ଧିଥିବା ବେଳେ ଅଣ୍ଟାରେ ଏକ ଗାମୁଛା ବନ୍ଧା ହୋଇଛି । ତେବେ ମୃତ ଯୁବକର ପରିଚୟ ମିଳିପାରିନଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.