ପ୍ରମୂଖ ଖବର
  • କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ସଅଳ ଓଡ଼ିଶା ଅଗ୍ରସର ପାଇଁ ଫିଟୁଛି ବାଟ
  • ||
  • ମୟୂରଭଞ୍ଜ : ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌, ଯୁବକ ମୃ
  • ||
  • 'ତୁମକୁ ସୁରକ୍ଷା ଉପରେ କହିବାର ଅଧିକାର ନାହିଁ ଭାଷଣ ବନ୍ଦ କର'; UNSCରେ ପାକ୍‌ ଉପରେ ବର୍ଷିଲା ଭାରତ
  • ||
  • ଛତିଶଗଡ଼ ବିଜାପୁର ପୁଲିସକୁ ବଡ଼ ସଫଳତା, ଏସ୍‌ପିଙ୍କ ନିକଟରେ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କଲେ ୨୪ ମାଓବାଦୀ
  • ||
  • ଆରବସାରଗରେ ଅବପାତରେ ପରିଣତ ହେଲା ଲଘୁଚାପ, ଆଗାମୀ କିଛି ଘଣ୍ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ସମ୍ଭାବନା
  • ||
  • ଯାଜପୁର: ଜାରକା-କୁଆଖିଆ ରାସ୍ତାରେ ଆମ୍ବୁଲାନ୍ସ ଦୁର୍ଘଟଣା, ଜଣେ ମୃତ, ୨ ଆହତ
  • ||
  • ନେଲଗୁଣ୍ଡା -ଇନ୍ଦ୍ରାବତୀ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ
  • ||
  • ଆପଲ୍‌କୁ ଟ୍ରମ୍ପଙ୍କ ନାଲିଆଖି; ଆଇଫୋନ୍ ସମେତ ବିଦେଶୀ ସ୍ମାର୍ଟଫୋନ୍ ଉପରେ ୨୫% ଟାରିଫ୍‌
  • ||
  • ୱାନ୍‌ ବିଗ୍‌ ବିଉଟିଫୁଲ ବିଲ୍‌ ପାସ୍‌: ଆମେରିକାରୁ ଭାରତ ଟଙ୍କା ପଠାଇଲେ ୩.୫% ଟିକସ,୨୦୨୬ ଜାନୁଆରୀରୁ ଲାଗୁ
  • ||
  • IPL 2025: ଆଜି କିଙ୍ଗ୍‌ସ- କ୍ୟାପିଟାଲ୍ସ ମଧ୍ୟରେ ଲଢ଼େଇ, ପଏଣ୍ଟ ତାଲିକାର ଶୀର୍ଷକୁ ଉଠିବାକୁ ଚେଷ୍ଟା କରିବ ପଞ୍ଜାବ
  • ||
  • ବାଲିପାଟଣା : ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୩ ଗୁରୁତର
  • ||
  • ଖୋର୍ଦ୍ଧା : ୧୦ ହଜାର ଲାଞ୍ଚ ନେଇ ଧରାପଡିଲେ ୨ ପୋଲିସ ବାବୁ, ବାଙ୍କୋଇ ସ୍ଥିତ ବାସଭବନରେ ଚଢାଉ
  • ||
  • ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ, ଜୁନ୍‌ ୩୦ ଯାଏ ଚାଲିବ, ଜୁଲାଇ ୭ରେ ପ୍ରଥମ ମେଧା ତାଲିକ
  • ||
  • ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ, କାଲି ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ସାମିଲ ଦେବେ
  • ||
  • ଆସନ୍ତା ୨୯ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ୩୦ରୁ ୪୦କିମି ବେଗରେ ପବନ ବହିବ, ବଜ୍ରପାତର ଆଶଙ୍କା
  • ||
  • ଅନୁଗୁଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୪ ଶିକାରୀ ଅଟକ
  • ||

ଅବସରପ୍ରାପ୍ତ ଜୁନିଅର ଆକାଉଣ୍ଟାଣ୍ଟଙ୍କୁ ୩ ବର୍ଷ ଜେଲ୍, ଲାଞ୍ଚ ନେବା ମାମଲାରେ ବଲାଙ୍ଗୀର ଭିଜିଲାନ୍ସ କୋର୍ଟ ଶୁଣାଇଲେ ଦଣ୍ଡାଦେଶ

Published By : Prameya | May 20, 2025 1:14 PM

image source : Times of india

ବଲାଙ୍ଗୀର, ୨୦/୦୫ : ଲାଞ୍ଚ ନେବା ମାମଲାରେ ବଲାଙ୍ଗୀର ଡିଏଫଓ ଅଫିସର ଅବସରପ୍ରାପ୍ତ ଜୁନିଅର ଆକାଉଣ୍ଟାଣ୍ଟ କାଳନ୍ଦୀ ଚରଣ ଭୂୟାଁଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ ସହ ୧୦ ହଜାର ଟଙ୍କା ଫାଇନ୍। ବଲାଙ୍ଗୀର ଭିଜିଲାନ୍ସ କୋର୍ଟ ଏହି ରାୟ ଶୁଣାଇଛନ୍ତି। 

କାଳନ୍ଦୀ ଚରଣ ଭୂୟାଁ ୨୦୧୯ ମସିହାରେ କିଛି ଚାଷୀଙ୍କ ରେକର୍ଡ ଜମିରେ ଥିବା ଗଛ କାଟିବା ପାଇଁ ଏବଂ କଟା ହୋଇଥିବା ଗଛ ସ୍ଥାନାନ୍ତର ପାଇଁ ଜଣେ ଅଭିଯୋଗକାରୀଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଥିଲେ। କାଳନ୍ଦୀ ଦୋଷୀ ସାବ୍ୟସ୍ତ ହେବାପରେ ତାଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷ ଜେଲ୍ ଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଏବେ ଓଡ଼ିଶା ଭିଜିଲାନ୍ସ ବଲାଙ୍ଗୀର ଡିଏଫଓ ଅଫିସରେ ତାଙ୍କର ପେନସନ୍ ବନ୍ଦ ପାଇଁ ଆବେଦନ କରିବ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.